ଜମିରେ ଧାନ କାଟୁଛନ୍ତି ଡାବୁଗାଁ ବିଧାୟକ

ନବରଙ୍ଗପୁର,୧୪୧୧(ବି.ପ୍ର.): ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ନିଜର ନିଅାରା କାଯର୍ୟ ଶୈଳୀ ପାଇଁ ସବୁବେଳେ ଚର୍ଚ୍ଚାରେ ଏବେ ନବରଙ୍ଗପୁର ବ୍ଲକ ଅଧୀନ ପୂଜାରୀଗୁଡାସ୍ଥିତ ନିଜ ଚାଷଜମିରେ ସେ ଶ୍ରମିକମାନଙ୍କ ସହ ମିଶି ଧାନ କାଟୁଥିବା ଭିଡିଓ ଭାଇରାଲ ହୋଇଛି ନିଜେ ପ୍ରତ୍ୟେକ୍ଷ ଭାବରେ ରହି ଧାନ ଅମଳ କଲେ ଆତ୍ମସନ୍ତୋଷ ମିଳେ ବୋଲି ବିଧାୟକ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି l
ସୂଚନାନୁଯାୟୀ, ଗତ ଅଗଷ୍ଟ ମାସରେ ଉକ୍ତ ଜମିରେ ବିଧାୟକ ହଳ କରିଥତ୍ଲେ ପରେ ଧାନ ରୋଇବା, ହିଡ଼ ସଜାଡ଼ିବା, ଖତ ଦେବା ଅାଦି କାମ କରିଥତ୍ଲେ ଏବେ ଅମଳ ସମୟ ଆସିବାରୁ ନିଜେ ଶ୍ରମିକଙ୍କ ସହ ମିଶି ଧାନ କାଟୁଛନ୍ତି ସେ ଜିଲାର ଜଣେ ଆଗ ଧାଡ଼ିର ନେତା ହେବା ସହ ଜଣେ ଦକ୍ଷ ସଙ୍ଗଠକ ମଧ୍ୟ ବ୍ୟସ୍ତବହୁଳ ଜୀବନରୁ ସମୟ ବାହାର କରି ନିଜ ପାରମ୍ପରିକ ବେଉସା କରି କୌଣସି କାମ ଛୋଟ ନୁହଁ ବୋଲି ସେ ପ୍ରମାଣ କରିଛନ୍ତି ବାପା, ଜେଜେବାପାଙ୍କ ଅମଳରୁ ଏହି କାଯର୍ୟ ଚାଲିଛି ବାପାଙ୍କ ଦେହାନ୍ତ ପରେ ଚଳିତ ବର୍ଷରୁ ସବୁ ଜମିର ଦାୟିତ୍ୱ ନିଜ ଉପରକୁ ନେଇଥତ୍ବା ସେ କହିଛନ୍ତି ପ୍ରକାଶ ଯେ, ବିଧାୟକ ନିଜେ କୋଦାଳ ଧରି ରାସ୍ତା ସମତୁଲ କରିବା, ହଷ୍ଟେଲ ଓ ସ୍କୁଲକୁ ଯାଇ ରନ୍ଧାଖାଦ୍ୟର ମାନ ପରଖିବା, ଲୋକମାନଙ୍କୁ ମଶାରି ବାଣ୍ଟିବା, ଗର୍ଭବତୀଙ୍କୁ ଭାରରେ ବୋହିବା ଓ ଜମିରେ କାମ କରୁଥିବା ଶ୍ରମିକଙ୍କୁ ଜରି, ଶୁଖିଲା ଖାଦ୍ୟ  ଯୋଗାଇ ସେ ଚର୍ଚ୍ଚାରେ ରହି ଅସୁଥତ୍ଲେ


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri