ଜମି କିଣାବିକା ଅନୁମତି ଲାଗି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଭବାନୀପାଟଣା,୨୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ ଅନ୍ତର୍ଗତ ୧୨ଟି ଗାଁ ଦେଇ ବିଜୁ ଏକ୍ସପ୍ରେସ୍‌ ୱେ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରି ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି । ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଏହି ୧୨ଟି ଗାଁରେ ବର୍ତ୍ତମାନ ଜମି କିଣାବିକା ପ୍ରକ୍ରିୟା ବନ୍ଦ ରହିଥିବାରୁ ସାଧାରଣ ଲୋକେ ଆବଶ୍ୟକ ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲେ ମଧ୍ୟ କୌଣସି ସମାଧାନ ହୋଇ ପାରୁ ନ ଥିବାରୁ ଜମି କିଣାବିକା ଅନୁମତି ଦେବାକୁ ବଡକେନ୍ଦୁଗୁଡାବାସୀ ଜିଲାପାଳଙ୍କୁ ଅନୁରୋଧ କରିଛନ୍ତି । ଗ୍ରାମର ଆଦିତ୍ୟ ପଣ୍ଡା, ଗୌରାଙ୍ଗ ସୁନା, ଗୋବର୍ଦ୍ଧନ ମାଝି ପ୍ରମୁଖ ଜିଲାପାଳଙ୍କୁ ଭେଟି ଲିଖିତ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri