ଭବାନୀପାଟଣା,୨୨।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ ଅନ୍ତର୍ଗତ ୧୨ଟି ଗାଁ ଦେଇ ବିଜୁ ଏକ୍ସପ୍ରେସ୍ ୱେ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରି ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି । ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଏହି ୧୨ଟି ଗାଁରେ ବର୍ତ୍ତମାନ ଜମି କିଣାବିକା ପ୍ରକ୍ରିୟା ବନ୍ଦ ରହିଥିବାରୁ ସାଧାରଣ ଲୋକେ ଆବଶ୍ୟକ ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲେ ମଧ୍ୟ କୌଣସି ସମାଧାନ ହୋଇ ପାରୁ ନ ଥିବାରୁ ଜମି କିଣାବିକା ଅନୁମତି ଦେବାକୁ ବଡକେନ୍ଦୁଗୁଡାବାସୀ ଜିଲାପାଳଙ୍କୁ ଅନୁରୋଧ କରିଛନ୍ତି । ଗ୍ରାମର ଆଦିତ୍ୟ ପଣ୍ଡା, ଗୌରାଙ୍ଗ ସୁନା, ଗୋବର୍ଦ୍ଧନ ମାଝି ପ୍ରମୁଖ ଜିଲାପାଳଙ୍କୁ ଭେଟି ଲିଖିତ ଅବଗତ କରାଇଛନ୍ତି।
Posted inଆମ ଜିଲା ଖବର, କଳାହାଣ୍ଡି View All
ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!
ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…
ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…
ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…
ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର
ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…
ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍, ଆଉ ତା’ପରେ…
କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…
ବସ୍ତା ରେଳ ଷ୍ଟେଶନ୍ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…
ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…
ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…
ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…
ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି
ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…
ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ
ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

