ଭୁବନେଶ୍ୱର, ୨୯।୨(ବ୍ୟୁରୋ): ଜମିଜମା ରେକର୍ଡ ଡିଜିଟାଇଜିଂ କରିବା କ୍ଷେତ୍ରରେ ଓଡ଼ିଶା ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ନ୍ୟାଶନାଲ କାଉନ୍ସିଲ ଅଫ ଆପ୍ଲାଏଡ ଇକୋନୋମିକ୍ସ ରିସର୍ଚ୍ଚ(ଏନସିଏଇଆର) ଲ୍ୟାଣ୍ଡ ରେକର୍ଡସ ଆଣ୍ଡ ସର୍ଭିସ ଟ୍ୟାକ୍ସ ସର୍ଭିସେସ ଇଣ୍ଡେକ୍ସରୁ ଏହା ଜଣାପଡିଛି। ଏ କ୍ଷେତ୍ରରେ ମଧ୍ୟ ପ୍ରଦେଶ ପ୍ରଥମ ସ୍ଥାନରେ ଥିବା ବେଳେ ମହାରାଷ୍ଟ୍ର, ଛତିଶଗଡ, ତାମିଲନାଡୁ, ପଶ୍ଚିମବଙ୍ଗ, ଝଡଖଣ୍ଡ, ରାଜସ୍ଥାନ, ତେଲଙ୍ଗାନା ଏବଂ ଆନ୍ଧ୍ର ପ୍ରଦେଶ ତୃତୀୟରୁ ଦଶମ ସ୍ଥାନ ଅଧିକାରୀ କରିଛନ୍ତି। ଏନସିଏଇଆର ପକ୍ଷରୁ ୨୦୧୯-୨୦ ଲ୍ୟାଣ୍ଡ ରେକର୍ଡ ସଂଗ୍ରହ କରାଯାଇଥିଲା। ପ୍ରଥମତଃ ରାଜ୍ୟର ସମସ୍ତ ଜମିଜମା ରେକର୍ଡ ଲୋକଙ୍କ ନିକଟରେ ଡିଜିଟାଲ ପଦ୍ଧତିରେ ଉପଲବ୍ଧ ଅଛି କି ନାହିଁ, ଅଫିସିଆଲ ମ୍ୟାପ୍ ଲ୍ୟାଣ୍ଡ ରେକର୍ଡ ସହ ଅଛି କି ନାହିଁ ଏବଂ ଜମି ବିକ୍ରି ଖରିଦର ପଦ୍ଧତିକୁ ନେଇ ଏହି ସର୍ଭେ କରାଯାଇଥିଲା। ଏନସିଏଇଆରର ମହାନିର୍ଦ୍ଦେଶକ ଜେନେରାଲ ଶେଖର ଶାହ କହିଛନ୍ତି ଯେ, ଡିଜାଇନ ଆକ୍ସନ ପ୍ଲାନ ଜମି ରେକର୍ଡ ଗ୍ରହଣକୁ ସୁନିଶ୍ଚିତ କରିଥାଏ।
ବରଗଡ଼ ଆସୁଛନ୍ତି ଓଏସସିପିସିଆର୍ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ
ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…
ରାଜପଥରେ ଲୁଟ୍ପାଟ୍: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ
ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍ ଭେସେଲ୍) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…
ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…
ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..
ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…
ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ
କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…
ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି
ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…
ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ
କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…
କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ
ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…
Archives

