ଜମୁର୍ଡାରେ ଗୁଳିକାଣ୍ଡ : ଜଣଙ୍କ ଜୀବନ ଗଲା

ବରଗଡ଼ ଅଫିସ,୧୦ା୬: ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ରବିବାର ବିଳମ୍ବିତ ରାତ୍ରିରେ ଗୁଳିକାଣ୍ଡ ଘଟିଛି । ଗୁଳିକାଣ୍ଡରେ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ବରଗାଁ ଗ୍ରାମର ମୂଳବାସିନ୍ଦା ବସନ୍ତ ପ୍ରଧାନ(୫୦)। ସେ ଦୁଇ ବର୍ଷ ହେଲା ଜମୁର୍ଡା ଗ୍ରାମର ନିଜ ସମ୍ପର୍କୀୟଙ୍କ ଘରେ ରହୁଥିଲେ। ରବିବାର ରାତିରେ ଘରଛାତ ଉପରେ ଶୋଇଥିବା ବେଳେ ୩ ଜଣ ଦୁର୍ବୃତ୍ତ ଆସି ଏହି ଗୁଳିକାଣ୍ଡ ଭିଆଇଥିଲୋ। ତାଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ନିଆ ଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri