Posted inଜାତୀୟ

ଜମ୍ମୁରୁ ହଟାଇ ଦିଆଗଲା ଧାରା ୧୪୪

ଶ୍ରୀନଗର,୯।୮:ଅନୁଚ୍ଛେଦ ୩୭୦ ଓ ୩୫(ଏ)କୁ ଜମ୍ମୁ-କଶ୍ମୀରରୁ ହଟାଇ ଦିଆଯିବ ପରେ ଏଠାରେ ୧୪୪ ଧାରା ଜାରି କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଏହି ଐତିହାସିକ ଘୋଷଣା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ୧୪୪ ଧାରା ଜାରି କରାଯାଇଥିଲା। ଏବେ ସେଠାରେ ପରିସ୍ଥିତି ଶାନ୍ତ ଓ ସ୍ବାଭାବିକ ଥିବା ବେଳେ ସାଧାରଣ ଜନତା ରାସ୍ତାକୁ ବାହାରି ପାରୁଥିବାରୁ ଜମ୍ମୁରୁ ଶୁକ୍ରବାର ୧୪୪ ଧାରା ହଟାଇ ଦିଆଯାଇଛି। ଶୁକ୍ରବାର କିଛି ଶିକ୍ଷାନୁଷ୍ଠାନକୁ ମଧ୍ୟ ଖୋଲି ଦିଆଯାଇଥିବା ସୂଚନା ମିଳିଥିଲା। ଜିଲା ମାଜିଷ୍ଟ୍ରେଟ୍‌ ସୁଷମା ଚୌହାନ କହିଛନ୍ତି, ଅଗଷ୍ଟ ୧୦ସୁଦ୍ଧା ସମସ୍ତ ଶିକ୍ଷାନୁଷ୍ଠାନ ଖୋଲି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ନୁହେଁ, ମରୁଭୂମିରୁ ମିଳିଲା ୫୦୦ ବର୍ଷ ପୁରୁଣା ଜାହାଜ; ଭିତରୁ ବାହାରିଲା କୋଟି କୋଟି ଟଙ୍କାର ଖଜଣା

ନୂଆଦିଲ୍ଲୀ,୨୬ା୭: କଳ୍ପନା କରନ୍ତୁ, ଯେଉଁଠି ଚାରିଆଡ଼େ କେବଳ ବାଲି ହିଁ ବାଲି, ସେଠାରେ ଅଚାନକ ଏକ ପୁରୁଣା ଜାହାଜ ମିଳିଗଲେ କେମିତି ଲାଗିବ? ଏପରି ହିଁ ଘଟିଥିଲା…

ଲୋହିତ ସାଗର ଜଳିଗଲେ ବି ‘ଇରାନର କୁମ୍ଭକର୍ଣ୍ଣ’ ଭାରତର କିଛି କ୍ଷତି କରିପାରିବ ନାହିଁ

ତେହରାନ/ନୂଆଦିଲ୍ଲୀ,୨୬।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପର୍ଯ୍ୟନ୍ତ କେବଳ ହର୍ମୁଜ ପ୍ରଣାଳୀ ଜାହାଜ ଚଳାଚଳ ପାଇଁ ବନ୍ଦ ଥିଲା, କିନ୍ତୁ ଏହି ସଂଘର୍ଷର…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା…

ମୋଦିଙ୍କ ମନ କି ବାତ: କାରଗିଲ ବିଜୟ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: ଦେଶର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ, ପ୍ରତି ମାସର ଶେଷ ରବିବାର ସକାଳ ୧୧ ଟାର ବିଶେଷ ଗୁରୁତ୍ୱ ରହିଛି। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ…

ଛାତ୍ରମାନଙ୍କୁ ପିଟିବାକୁ କିଏ ଦେଇଥିଲା ନିର୍ଦ୍ଦେଶ? ଅମିତ ଶାହାଙ୍କୁ ଚିଠି ଲେଖି ରାହୁଲ ପଚାରିଲେ ଏମିତି ତୀକ୍ଷ୍ଣ ପ୍ରଶ୍ନ

ନୂଆଦିଲ୍ଲୀ,୨୬ା୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଛାତ୍ର ପ୍ରତିବାଦ ସମ୍ପର୍କରେ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଶ୍ନ କରିଛନ୍ତି ଯେ,…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା…

କେତେ ସମ୍ପତ୍ତିର ମାଲିକ ପ୍ରହ୍ଲାଦ ଯୋଶୀ, ଜାଣନ୍ତୁ ଶିକ୍ଷାମନ୍ତ୍ରୀଙ୍କ ନେଟଓ଼୍ବର୍ଥ…

ନୂଆଦିଲ୍ଲୀ,୨୬ା୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ପୂର୍ବରୁ ହିଁ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳୁଛନ୍ତି। ଶିକ୍ଷାମନ୍ତ୍ରୀ…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri