Posted inଜାତୀୟ

ଜମ୍ମୁ-କଶ୍ମୀରରେ କାର୍ଯ୍ୟକ୍ଷମ ହେଲା ୨ଜି ମୋବାଇଲ ଇଣ୍ଟରନେଟ ସେବା

ଶ୍ରୀନଗର,୨୫।୧: ଦୀର୍ଘ ୫ ମାସ ପରେ ଜମ୍ମୁ-କଶ୍ମୀରରେ ୨ଜି ମୋବାଇଲ ଇଣ୍ଟରନେଟ ସେବା କାର୍ଯ୍ୟକ୍ଷମ ହୋଇଛି। ଶନିବାରଠାରୁ କଶ୍ମୀର ଭ୍ୟାଲିରେ ଏହି ମୋବାଇଲ ସେବା କାର୍ଯ୍ୟକ୍ଷମ ହେବା ପରେ ଲୋକଙ୍କ ମଧ୍ୟରେ ଖୁସି ଦେଖାଦେଇଛି। ଜମ୍ମୁ-କଶ୍ମୀର ପ୍ରଶାସନର ଅନୁମତି ଅନୁଯାୟୀ, ଏଥିରେ ୩୦୧ ଓ୍ବେବସାଇଟ ବ୍ୟବହାର କରିପାରିବେ ବୋଲି ଜଣାପଡିଛି। ଏହା ଉଭୟ ପ୍ରିପେଡ ଓ ପୋଷ୍ଟପେଡ ସିମ୍‌ କାର୍ଡରେ ଉପଲବ୍ଧ ହେବ। ସୂଚନାଯୋଗ୍ୟ, ଗତବର୍ଷ ଅଗଷ୍ଟରେ ଏଠାରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରଠାରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଅର୍ଣ୍ଣବ ପ୍ରକୋପ: ଭୟଙ୍କର ଦେଖାଗଲା ସମୁଦ୍ର! ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ଭୀଷଣ ରୂପ ଧରି ସ୍ଥଳଭାଗକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଅର୍ଣ୍ଣବ। ଘଣ୍ଟା ପ୍ରତି ୨୦ କିମି ବେଗରେ ଆଗକୁ ବଢୁଥିବା ବାତ୍ୟା ଅର୍ଣ୍ଣବ…

ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’: କାଲି ବଲାଙ୍ଗୀର, କନ୍ଧମାଳ-କେନ୍ଦ୍ରାପଡ଼ାରେ ସବୁ ସ୍କୁଲ୍ ଛୁଟି; ଶିକ୍ଷକଙ୍କ ପାଇଁ…

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲାରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବୁଧବାର (କାଲି) ବଲାଙ୍ଗୀର,…

ବଦଳିଗଲା ବାତ୍ୟାର ଲ୍ୟାଣ୍ଡଫଲ୍‌ ସ୍ଥାନ! ରାତି ହେଉ ହେଉ ଏସବୁ ଜିଲାକୁ ହାଇ ଆଲର୍ଟ…

ଭୁବନେଶ୍ୱର,୨୭।୧୦: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ସାମୁଦ୍ରିକ ଝଡ଼ ଅର୍ଣ୍ଣବ ବିଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି…

ଲିଷ୍ଟିଂ ପୂର୍ବରୁ ଶେୟାର ବଜାରରେ କମ୍ପନ: ଦେଶର ୨ୟ ମୂଲ୍ୟବାନ କମ୍ପାନୀ ହେବା ଦିଗରେ ଜିଓ ପ୍ଲାଟଫର୍ମସ! ଟାଟା-ଅଦାନୀଙ୍କୁ…

ନୂଆଦିଲ୍ଲୀ,୨୭।୧୦: ଭାରତୀୟ ପୁଞ୍ଜି ବଜାର (Stock Market) ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ମୁକେଶ ଅମ୍ବାନୀଙ୍କ ନେତୃତ୍ଵାଧୀନ ‘ଜିଓ ପ୍ଲାଟଫର୍ମସ ଲିମିଟେଡ’ (JPL)…

କେଭାଡ଼ିଆ ଗଲେ କୋରାପୁଟର ୫୦ ପ୍ରତିନିଧି

କୋରାପୁଟ,୨୭।୧୦(ଅମିତାଭ ବେହେରା): ଗୁଜରାଟର କେଭାଡିଆଠାରେ ଆସନ୍ତା ୩୦ ଓ ୩୧ ତାରିଖରେ ଆୟୋଜିତ ହେବାକୁ ଥିବା ରାଷ୍ଟ୍ରୀୟ ଏକତା ଦିବସ-୨୦୨୬ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କୋରାପୁଟ ଜିଲାର…

ମାଡ଼ି ଆସୁଛି ବାତ୍ୟା: କଟକରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

କଟକ,୨୭।୧୦(ପ୍ରଭୁକଲ୍ୟାଣ ପାଲ୍‌): ବଳ ଗୋଟାଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ପ୍ରବଳ ବର୍ଷା,…

କ୍ଷେତ ବଞ୍ଚାଅ ଅଭିଯାନ: ଜୈବିକ କୃଷିକୁ ପ୍ରୋତ୍ସାହନ ମୁଖ୍ୟ ଲକ୍ଷ୍ୟ

କେସିଙ୍ଗା, ୨୭।୧୦ (ତୁମେଶ୍ୱର ସାହୁ): ଚାଷଜମିର ସୁରକ୍ଷା, ମୃତ୍ତିକାର ସ୍ବାସ୍ଥ୍ୟ ବଜାୟ ରଖିବା ଏବଂ ଜୈବିକ ଓ ପ୍ରାକୃତିକ କୃଷି ପଦ୍ଧତିକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ କଳାହାଣ୍ଡି…

‘ଅର୍ଣ୍ଣବ’ର ମୁକାବିଲା ପାଇଁ ପ୍ରସ୍ତୁତ ରାମନାଗୁଡ଼ା ବ୍ଲକ ପ୍ରଶାସନ: ୧୪ ଆଶ୍ରୟସ୍ଥଳୀ ପ୍ରସ୍ତୁତ

ଗୁଣପୁର, ୨୭।୧୦(ସୁଜାତା ପାଢ଼ୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ଏବଂ ଜିଲାରେ ସ୍ଥିତି ନିୟନ୍ତ୍ରଣ ପାଇଁ ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?