Posted inଜାତୀୟ

ଜମ୍ମୁ କଶ୍ମୀର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୬: ଜାମ୍ମୁ କାଶ୍ମୀରର ଅନ୍ତନାଗ କେପି ରୋଡ଼ରେ ବୁଧବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ସିଆରପିଏଫର ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିସହ ଯବନାଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏବେ ବି ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। ଗୁଳି ବିନିମୟରେ ଘଟଣାସ୍ଥଳରେ ୩ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନନ୍ତନାଗ ପୁଲିସ, ଏସଏଚଓ ଓ ସିଆରପିଏଫର ୫ ଜଣ ଯବାନଙ୍କ ଦେହରେ ଗୁଳି ବାଜିଥିଲା। ଆହତଙ୍କୁ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସିତ ଅବସ୍ଥାରେ ୨ଜଣଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, କେପି ରୋଡ଼ରେ ପୁଲିସ ଓ ସିଆରପିଏଫର ଏକ ପାଟ୍ରୋଲିଂ ଦଳ ଉପରକୁ ଅତର୍କିତ ଭାବେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ ୨୫ ହଜାର…

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ…

ମା’ ବାପାଙ୍କ ସହ ଘରେ ଶୋଇଥିବାବେଳେ କାମୁଡିଲା ସାପ, ଚାଲିଗଲା ସମରତଙ୍କ ଜୀବନ

କୁତ୍ରା ୧୫।୭( ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ କନ୍ଦେଇମୁଣ୍ଡା ପାହାଡ଼ଟୋଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ୪ ବର୍ଷର ନାବାଳକଙ୍କ ମୃତ୍ୟୁ ଘଟିଥିବାରୁ…

ନୂତନ ପରିଚାଳନା କମିଟି ଗଠନ: ସଭାପତି,ଉପସଭାପତି ଭାବେ ଚୟନ ହେଲେ…

ଗଞ୍ଜାମ,୧୫।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ଷ୍ଟେଶନ ରୋଡ଼ ପାର୍ଶ୍ୱରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପରିଚାଳନା କମିଟି ଗଠନ ହୋଇଛି । ବିଦ୍ୟାଳୟ…

ଜୁଲାଇ ୧୬ରେ ରାଜଧାନୀର ବଡ଼ ଇଲାକାରେ କଟିବ ବିଜୁଳି, ଏହି ସବୁ ଏରିଆ ହେବ ପ୍ରଭାବିତ

ନୂଆଦିଲ୍ଲୀ, ୧୫।୭: ରାଜଧାନୀ ଦିଲ୍ଲୀରେ ବିଜୁଳି ମେଣ୍ଟେନାନ୍ସ (ରକ୍ଷଣାବେକ୍ଷଣ) କାର୍ଯ୍ୟ ଯୋଗୁଁ ଅଲଗା ଅଲଗା ଦିନରେ ଭିନ୍ନ ଭିନ୍ନ ଅଞ୍ଚଳରେ ବିଦ୍ୟୁତ ସମ୍ବନ୍ଧୀୟ କାମ କରାଯାଉଛି। ଏହି…

ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍‌ ଉପରେ ପଡ଼ିପାରେ ଭାରି…

ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍‌କ ମଧ୍ୟରେ ନୂଆ…

କାର ଭିତରୁ ରାଇଫଲ ସହ ୯୩ ହଜାର ଜବତ: ୩ ଜଣଙ୍କୁ କୋର୍ଟଚାଲାଣ

କେସିଙ୍ଗା,୧୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପୋଲିସ ଚେକିଂ ଚାଲିଥିବା ସମୟରେ ଗତକାଲି ଏକ ବେଆଇନ ଦେଶୀ ବନ୍ଧୁକ ସହ ୯୩ ହଜାର ଜବତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri