Posted inଜାତୀୟ

ଜମ୍ମୁ-କଶ୍ମୀର, ପଶ୍ଚିମବଙ୍ଗରେ ବଢିଛି ଭାଜପା ସଦସ୍ୟଙ୍କ ସଂଖ୍ୟା: ନଡ୍ଡା

ରାଞ୍ଚି,୩୧।୮: ଝାଡ଼ଖଣ୍ଡର ଦାଲତୋଗଞ୍ଜରେ ଶନିବାର ଆୟୋଜିତ ‘ଶକ୍ତି କେନ୍ଦ୍ର ସମ୍ମିଳନୀ’ରେ ଯୋଗଦେବା ଅବସରରେ ଭାରତୀୟ ଜନତା ପାର୍ଟି(ଭାଜପା)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ଏକ ସୂଚନା ଦେଇଛନ୍ତି। ସେ କହିଛନ୍ତି ଏବେ ଜମ୍ମୁ-କଶ୍ମୀର ଓ ପଶ୍ଚିମବଙ୍ଗରେ ଭାଜପା ସଦସ୍ୟଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ଅର୍ଥାତ୍‌ ଲୋକ ସଭା ନିର୍ବାଚନରେ ବିଜୟ ଲାଭ କରିବା ପରେ ଭାଜପା ତା’ର ସଦସ୍ୟତା ବଢାଇବା ଲକ୍ଷ୍ୟରେ ବିଭିନ୍ନ ରାଜ୍ୟରେ ଆୟୋଜନ କରୁଛି ସଦସ୍ୟତା କାର୍ଯ୍ୟକ୍ରମ। ଆଉ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ଭାଜପାର ସଦସ୍ୟତା ଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ…

ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ…

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri