Posted inଜାତୀୟ

ଜମ୍ମୁ-କଶ୍ମୀର: ପ୍ରିପେଡ ସିମକାର୍ଡରେ କଥା ହେବା ସହ ଦେଇ ପାରିବେ ବାର୍ତ୍ତା

ଶ୍ରୀନଗର,୧୮।୧: ଜମ୍ମୁ-କଶ୍ମୀରର ସ୍ଥିତି ସମିକ୍ଷା କରିବା ପରେ ଏବେ ସେଠାରେ ସମସ୍ତ ସ୍ଥାନୀୟ ପ୍ରିପେଡ ସିମକାର୍ଡରେ କଲ୍‌ କରିବା ସହ ଏସ୍‌ଏମ୍‌ଏସ୍‌ ପଠାଯାଇ ପାରିବ ବୋଲି କୁହାଯାଇଛି। ଏହାସହ ସମିକ୍ଷା କରିବା ପରେ ଜମ୍ମୁ ସମ୍ଭାଲ ଓ କଶ୍ମୀରର ୧୦ ଜିଲାରେ ୨ଜି ମୋବାଇଲ ଇଣ୍ଟରନେଟ୍‌(ପୋଷ୍ଟପେଡ)ସେବା ମଧ୍ୟ ଯୋଗାଇ ଦିଆଯିବ। ଜମ୍ମୁ-କଶ୍ମୀରର ମୁଖ୍ୟ ସଚିବ ରୋହିତ କଂସଲ ଶନିବାର ଏହି ସୂଚନା ଦେଇଛନ୍ତି। ଏହାସହ ସେ କହିଛନ୍ତି ବଡଗାମ, ଗଣ୍ଡେରବାଲ, ବାରମୂଳା, ଶ୍ରୀନଗର, କୁଲଗାମ, ଅନନ୍ତନାଗ, ସୋପିଆନ ଓ ପୁଲଓ୍ବାମାରେ ଇଣ୍ଟରନେଟ ସେବା ବନ୍ଦ ରହିବ। ସୂଚନାଯୋଗ୍ୟ, ଗତବର୍ଷ ଜମ୍ମୁ-କମଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଠାରେ ମୋବାଇଲ ଓ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?