ଜମ୍ମୁ-କଶ୍ମୀର ସମସ୍ୟାରେ ଟ୍ରମ୍ପ୍‌ଙ୍କ ମଧ୍ୟସ୍ଥତା ଉଦ୍ୟମ: ଧର୍ମକୁ ନେଇ ଦେଲେ ବିବାଦୀୟ ମନ୍ତବ୍ୟ

ଓ୍ବାଶିଂଟନ,୨୧।୮: ଜମ୍ମୁ-କଶ୍ମୀର ସମସ୍ୟାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଧ୍ୟସ୍ଥତା କରିବା ପାଇଁ ବେଶ୍‌ ଆଗ୍ରହ ପ୍ରକାଶ କରୁଛନ୍ତି। ତେଣୁ ଏହି ସମସ୍ୟା ନେଇ ସେ ପ୍ରତିଦିନ ନୂଆ ନୂଆ ମନ୍ତବ୍ୟ ଦେବାରେ ଲାଗିଛନ୍ତି। ଏବେ ଟ୍ରମ୍ପ୍‌ ଏହି ସମସ୍ୟାରେ ଧର୍ମକୁ ଅଯଥାରେ ଟାଣିଛନ୍ତି। ଏହି ସମସ୍ୟା ହିନ୍ଦୁ-ମୁସଲମାନ୍‌ଙ୍କ ସମସ୍ୟା ବୋଲି ଟ୍ରମ୍ପ୍‌ କହିଛନ୍ତି। କଶ୍ମୀର ସମସ୍ୟା ଭାରି ଜଟିଳ। ଏଠାରେ ହିନ୍ଦୁ-ମୁସଲମାନ୍‌ଙ୍କ ମଧ୍ୟରେ ଏକତା ନ ଥିବା ଟ୍ରମ୍ପ୍‌ କହିଛନ୍ତି। ତାଙ୍କର ଏଭଳି ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ବିନା ଅନୁମତିରେ ଟ୍ରମ୍ପ୍‌ଙ୍କ ଏଭଳି ଉଦ୍ୟମକୁ କେତେକ ନାପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…

ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ…

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri