ଜରିମାନା ଆଦାୟକୁ ଗୋପାଳକଙ୍କ ବିରୋଧ: କମିଶନରଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୩୦।୭: ରାସ୍ତାରେ ଏଣେତେଣ ବୁଲି ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବା ଗାଈ, ଗୋରୁ ଏବଂ ମଇଁଷି ମାଲିକଙ୍କଠାରୁ ଜରିମାନା ଆଦାୟ ପାଇଁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।
ଅନ୍ୟପକ୍ଷେ ଜରିମାନା ଆଦାୟକୁ ବିରୋଧ କରି ମଙ୍ଗଳବାର ଗୋପାଳକମାନଙ୍କ ପକ୍ଷରୁ ବିଏମ୍‌ସି କମିଶନରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ପ୍ରତ୍ୟେକ ୱାର୍ଡ଼ରେ ବିଏମ୍‌ସି ପକ୍ଷରୁ ଗୋଶାଳା ନିର୍ମାଣ କରିବାକୁ ଦାବି କରିଛନ୍ତି। ବିଏମ୍‌ସି ପ୍ରଥମେ ଗୋଶାଳା ନିର୍ମାଣ କରୁ, ତା’ ପରେ ଜରିମାନା ଆଦାୟ କରୁ ବୋଲି ଗୋପାଳକମାନେ କହିଛନ୍ତି । ଦାବିପତ୍ର ଗ୍ରହଣ କରିବା ପରେ ବିଏମ୍‌ସି କମିଶନର ଚକ୍ରବର୍ତ୍ତି ସିଂ ରାଠୋର୍‌ ଗୋପାଳକଙ୍କ ସହ ଆଲୋଚନା କରି ଦାବି ସଂପର୍କରେ ବିଚାର କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏଥିରେ ମହାନଗର ନିଗମ ଗୋପାଳକ ସଂଘର ସଭାପତି ସୂର୍ଯ୍ୟପ୍ରକାଶଙ୍କ ସମେତ ବହୁ ଗୋପାଳକ ସାମିଲ ହୋଇଥିଲେ ।
ସୂଚନାଯୋଗ୍ୟ, ଗତ ଜୁଲାଇ ୧ ତାରିଖରୁ ପଶୁମାନଙ୍କ ଟ୍ୟାଗିଂ ଆରମ୍ଭ ହୋଇଛି । ଏଥିରେ ପ୍ରତ୍ୟେକ ପଶୁକୁ ଏକ ସ୍ବତନ୍ତ୍ର ନମ୍ବର ଦ୍ୱାରା ଚିହ୍ନଟ କରାଯାଇଛି। ଫଳରେ ଏଥିରୁ ରାସ୍ତାରେ ବୁଲୁଥିବା ପଶୁ ମାଲିକଙ୍କ ଠିକଣା ମିଳିପାରିବ ଏବଂ ଜରିମାନା ଆଦାୟ କରାଯାଇପାରିବ । ବର୍ତ୍ତମାନ ସୁଦ୍ଧା ୩୦ଟି ୱାର୍ଡ଼ରେ ଟ୍ୟାଗିଂ ଶେଷ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri