ଜୟପୁର,୧୬ା୪(ଡି.ଏନ୍.ଏ.): କୋରାପୁଟ ଜିଲାରେ ଲକ୍ ଡାଉନ ବେଳେ ହିତାଧିକାରୀଙ୍କୁ ଭତ୍ତା ଓ ଚାଉଳ ବଣ୍ଟନ କାମରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ନିୟୋଜିତ କରାଯାଇଛି। ସେମାନଙ୍କୁ ଏବେ ଜରୁରିକାଳୀନ କାର୍ଯ୍ୟରେ ନିୟୋଜିତ କରିବ ସ୍ବାସ୍ଥ୍ୟ ବିଭାଗ। ଜିଲାର ଜୟପୁର ବ୍ଲକର ୧୨୦, କୋରାପୁଟ ୬୦, ସେମିଳିଗୁଡ଼ା ୬୦ ଓ କୋଟପାଡ଼ର ୨୦ ଜଣ ଶିକ୍ଷକଙ୍କୁ ଏଥିରେ ନିୟୋଜିତ କରିବା ପାଇଁ ଜିଲା ପ୍ରଶାସନ ତାଲିକା ମାଗିଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଦ୍ୱାରା ଜୟପୁର, କୋରାପୁଟ, କୋଟପାଡ଼ ଓ ସୁନାବେଡ଼ାର ୪ଟି ପୌରାଞ୍ଚଳ ପାଇଁ ପ୍ରସ୍ତୁତ ରହିଥିବା ଜରୁରିକାଳୀନ ସେବା ପାଇଁ ଯୁବକ, ପୁରୁଷ ଓ ବିଭିନ୍ନ ସାମାଜିକ କାମରେ ନିୟୋଜିତ ଥିବା ଶିକ୍ଷକଙ୍କୁ ଚିହ୍ନଟ କରାଯାଇଛି। ଜୟପୁର ବ୍ଲକରେ ୮୭୮ ଶିକ୍ଷୟିତ୍ରୀ, ଶିକ୍ଷକ ରହିଥିବା ବେଳେ ଟଙ୍କା ବଣ୍ଟନରେ ୪୦ ଜଣ, ଚାଉଳ ବଣ୍ଟନରେ ୮୦ ଜଣ ନିୟୋଜିତ ହୋଇଥିଲେ।
Posted inଆମ ଜିଲା ଖବର, କୋରାପୁଟ View All
ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା
ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…
୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା
ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ
ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…
ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ
ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
Archives

