ମୁମ୍ବାଇ,୨୫-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)ର ପୂର୍ବତନ ଗଭର୍ନର ବିମଳ ଜଲାନଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଶୁକ୍ରବାର ତାଙ୍କର ରିପୋର୍ଟ କେନ୍ଦ୍ରୀୟ ବ୍ୟାଙ୍କକୁ ପ୍ରଦାନ କରିଛନ୍ତି। ସୋମବାର ଆର୍ବିଆଇ ଏହାର ସୁପାରିସ୍ ଉପରେ ବିଚାର କରିବ ବୋଲି ଜଣାପଡିଛି। ରିଜର୍ଭ ବ୍ୟାଙ୍କ ନିକଟରେ ରହିଥିବା ବଳକା ଅର୍ଥ ମଧ୍ୟରୁ କେତେ ପରିମାଣ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରାଯାଇପାରିବ ସେ ସଂକ୍ରାନ୍ତରେ ସୁପାରିସ୍ କରିବା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଜଲାନଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇଥିଲା। ଆର୍ବିଆଇର ବଳକା ଅର୍ଥ ପ୍ରଦାନକୁ ନେଇ କେନ୍ଦ୍ର ଓ କେନ୍ଦ୍ରୀୟ ବ୍ୟାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହୋଇଥିଲା। ଆର୍ବିଆଇର ଅର୍ଥ ନେଇ ଋଣ ପରିଶୋଧ ସହ ବ୍ୟାଙ୍କଗୁଡ଼ିକୁ ପୁଞ୍ଜି ପ୍ରଦାନ କରାଯିବ ବୋଲି ସରକାର ଯୁକ୍ତି ଦର୍ଶାଉଥିଲେ। ପର୍ଯ୍ୟାୟକ୍ରମେ ରିଜର୍ଭ ବ୍ୟାଙ୍କ ସରକାରଙ୍କୁ ଲାଭାଂଶ ପ୍ରଦାନ କରିବାକୁ କମିଟି ସୁପାରିସ କରିବ ବୋଲି ପୂର୍ବରୁ ଖବର ପ୍ରକାଶ କରାଯାଇସାରିଛି। ତେବେ କେନ୍ଦ୍ର ସରକାରଙ୍କୁ କେତେ ପରିମାଣ ଅର୍ଥ ଦିଆଯିବା ନେଇ ସୁପାରିସ୍ ହୋଇଛି ସେ ନେଇ ଅଦ୍ୟାବଧି କିଛି ଜଣାପଡି ନାହିଁ। ଏବେ ସୁଦ୍ଧା ରିଜର୍ଭ ବ୍ୟାଙ୍କ ନିକଟରେ ପ୍ରାୟ ୯.୨ ଲକ୍ଷ କୋଟି ଟଙ୍କା ବଳକା ରହିଛି।
ସିଗାରେଟ୍, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX
ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...
Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ
ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...
ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...
LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍କା!
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...
ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍
ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...
ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...
ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା
ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...
ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...
Archives


