ଜଳବାୟୁ ପରିବର୍ତ୍ତନ ଯୋଗୁ ତୁଷାରଭାଲୁ ପାଲଟୁଛନ୍ତି ନରଭକ୍ଷୀ

ସେଣ୍ଟ୍‌ ପିଟର୍ସବର୍ଗ,୨୯।୨: ଜଳବାୟୁ ପରିବର୍ତ୍ତନ ଯୋଗୁ ମେରୁ ଅଞ୍ଚଳରେ ତାପମାତ୍ରା ବଢ଼ିବାରେ ଲାଗିଛି। ଏଠାରେ ବାସ କରୁଥିବା ତୁଷାରଭାଲୁ ପାଇଁ ଖାଦ୍ୟ ତଥା ଉପଯୋଗୀ ବାସସ୍ଥାନର ଅଭାବ ଦେଖାଦେଇଛି। ଏହାଯୋଗୁ ତୁଷାରଭାଲୁ ଜନବସତି ମୁହଁ। ହେବାରେ ଲାଗିଛନ୍ତି। ଖାଦ୍ୟ ଅଭାବରେ ସେମାନେ ମଣିଷକୁ ମାରି ଖାଇବା ସହିତ ନରଭକ୍ଷୀ ପାଲଟୁଛନ୍ତି। ଏହାସହିତ ଅନ୍ୟ ତୁଷାରଭାଲୁ ମା’ ଭାଲୁ ଏବଂ ଶାବକଙ୍କୁ ମଧ୍ୟ ମାରି ଖାଉଥିବା ଘଟଣା ଦୃଷ୍ଟି ଗୋଚର ହେଉଛି। ଆଣ୍ଟାର୍କଟିକାରେ ଗତ ୨୫ ବର୍ଷ ମଧ୍ୟରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯୋଗୁ ପ୍ରାୟ ୪୦ ପ୍ରତିଶତ ବରଫ ତରଳି ଯାଇଛି। ଫଳରେ ତୁଷାର ଭାଲୁଙ୍କ ପାଇଁ ବାସ ଉପଯୋଗୀ ସ୍ଥାନର ଅଭାବ ଦେଖାଦେଇଛି। ସେମାନଙ୍କର ସଂଖ୍ୟା ମଧ୍ୟ ଇତିମଧ୍ୟରେ କମିବାରେ ଲାଗିଛି। ଏହାକୁ ନେଇ ପ୍ରାଣୀବିଜ୍ଞାନୀମାନଙ୍କ ଚିନ୍ତା ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ନମ୍ବରରୁ ହ୍ବାଟ୍ସଆପ୍‌କୁ ଆସିବ କଲ୍‌, ମିଳିବ ଧମକ, ଭୟଭୀତ ହେଲେ ଆକାଉଣ୍ଟ ହୋଇଯିବ ଖାଲି…

ଦୁଇମାସ ତଳେ କେରଳର ଜଣେ ବାସିନ୍ଦା ପୋଲିସ ଅଧିକାରୀଙ୍କ ଡିପି ଥାଇ ଏକ ନମ୍ବରରୁ ହ୍ବାଟ୍ସଆପ୍‌କୁ କଲ୍‌ ଆସିଥିଲା। ସେ ଏହାକୁ ଉଠାଇବା ମାତ୍ରେ ଏକ...

ଅଜବ ଘର: ଦେଖିବାକୁ ବଙ୍କାତେଢ଼ା ମାତ୍ର ଆକର୍ଷଣୀୟ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା…

ଦୁନିଆରେ ଅନେକ ଅଟ୍ଟାଳିକା ଅଛି, ଯାହା ଅନେକ କାରଣ ପାଇଁ ଲୋକଙ୍କୁ ଆକର୍ଷିତ କରିଥାଏ। କିଛି ଘର ଡିଜାଇନକୁ ନେଇ ବେଶ୍‌ ଆକର୍ଷଣୀୟ ହୋଇଥାଏ। ଆଜି...

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଭାରତର ଆପତ୍ତି ସତ୍ତ୍ୱେ ସୁଧୁରୁନି ଆମେରିକା, ପୁଣି କେଜ୍‌ରିଓ୍ବାଲଙ୍କ ଗିରଫକୁ ନେଇ ଏମିତି କହିଲା

ଓ୍ବାଶିଂଟନ୍‌,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଗିରଫଦାରୀ ଉପରେ ଆମେରିକା ପୁଣି ଥରେ ମନ୍ତବ୍ୟ ଦେଇଛି। ଭାରତ ବିରୋଧ ପ୍ରଦର୍ଶନ ସତ୍ତ୍ୱେ ଆମେରିକା ଏଥିରୁ ନିବୃତ୍ତ...

ରାଜକୁମାରୀଙ୍କୁ କ୍ୟାନସର, ତଥାପି ତୁଟୁନି ରାଜ ପରିବାର କଳି

ଲଣ୍ଡନ,୨୮।୩: ବ୍ରିଟିଶ ରାଜ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ମତଭେଦ ବଢିବାରେ ଲାଗିଛି। ରାଜକୁମାରୀ କେଟ ମିଡଲେଟନ କ୍ୟାନସର ରୋଗ ସହ ସଂଗ୍ରାମ କରୁଛନ୍ତି। ଏହି...

ଭାରତର ଏହି ସହରରେ ପ୍ରସ୍ତୁତ ହୁଏ ଆଇପିଏଲ୍‌ ବଲ୍‌, ବର୍ଷକୁ ୫୦୦ କୋଟି ଟଙ୍କା ରୋଜଗାର

ବର୍ତ୍ତମାନ ଆଇପିଏଲ ଚାଲିଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌କୁ ନେଇ ଲୋକଙ୍କ ମଧ୍ୟରେ ଏକ ବଡ଼ କ୍ରେଜ୍‌ ରହିଛି। ଏହି ପ୍ରତିଯୋଗିତା ୬୬ ଦିନ ପର୍ଯ୍ୟନ୍ତ ଚାଲିବ।...

କଫି ସହ ମଣିଷ ରକ୍ତ ମିଶାଇ ପିଉଛନ୍ତି ଏହି ମହିଳା

ଦୁନିଆରେ,ପ୍ରତ୍ୟେକ ମଣିଷଙ୍କର ନିଜସ୍ବ ସଉକ ଅଛି। କିଏ ଭ୍ରମଣ କରିବାକୁ ଭଲ ପାଆନ୍ତି ତ ଆଉ କିଏ ଖାଇବାକୁ ଭଲ ପାଆନ୍ତି। କେତେକ ଗୀତ ଗାଇବାକୁ...

୭୦ ହଜାର ସରକାରୀ କର୍ମଚାରୀଙ୍କୁ ଛଟେଇ କରିବେ ସରକାର

ନୂଆଦିଲ୍ଲୀ,୨୭।୩: ଦେଶର ଅର୍ଥନୀତିକୁ ସୁଧାରିବା ପାଇଁ ଆଗାମୀ ସମୟରେ ୭୦ ହଜାର କର୍ମଚାରୀଙ୍କୁ ଛଟେଇ କରିବେ ସରକାର। ମାର୍ଚ୍ଚ ୨୬ ରେ ଏକ କାର୍ୟ୍ୟକ୍ରମରେ ସମ୍ବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri