ଜଳିଗଲା ଘର: ଲାଗିଲାନି ଦମକଳ କେନ୍ଦ୍ରର ଫୋନ

ବସ୍ତା,୨୮।୩ (ଡି.ଏନ.ଏ.)-ରୂପ୍‌ସା ଥାନା ବରହମପୁର ଝିଙ୍କିରିଆ ଗ୍ରାମରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଘର ଜଳିଯାଇଛି। ମଧ୍ୟାହ୍ନରେ ଶ୍ୟାମସୁନ୍ଦର ମାରାଣ୍ଡିଙ୍କ ଘରେ ନିଆଁ ଲାଗିଯାଇଥିଲା। ଜରୁରୀ ସମୟରେ ବସ୍ତା ଦମକଳ କେନ୍ଦ୍ରକୁ ଫୋନ କରାଯାଇଥିଲେ ମଧ୍ୟ ଲାଗି ନ ଥିଲା। ସ୍ଥାନୀୟ ଲୋକେ ନିଆଁକୁ ଆୟତ୍ତ କରିବାରେ ବିଫଳ ହୋଇଥିଲେ। ପରେ ରାଉତପଡ଼ା ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଦୀପ କୁମାର ପଣ୍ଡା ମୋବାଇଲ ଯୋଗେ ବସ୍ତା ଦମକଳ କେନ୍ଦ୍ରର ଓଆଇସିଙ୍କୁ ଜଣାଇଥିଲେ। ଦମକଳ ବାହିନୀ ପହଞ୍ଚତ୍ବା ବେଳକୁ ଘରଟି ପୋଡ଼ିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri