ଜଳିଗଲା ଲୁଗା ଦୋକାନ ୫୦ ଲକ୍ଷର ସାମଗ୍ରୀ ନଷ୍ଟ

ଭୁବନ,୨୮ା୧୦(ଡି.ଏନ.ଏ)- ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୨ନଂ ୱାର୍ଡ ଶିଶୁମନ୍ଦିର ନିକଟସ୍ଥ ଶ୍ରୀକୃଷ୍ଣ ଡ୍ରେସ୍‌ ହାଉସ ମାଲିକଙ୍କ ଘରେ ରବିବାର ସନ୍ଧ୍ୟା ପ୍ରାୟ ୮ଟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ୫୦ ଲକ୍ଷ ଟଙ୍କାର ଡ୍ରେସ ଓ ପୋଷାକ ଜଳିଯାଇଛି। ଦୀପାବଳି ଅବସରରେ ପରିବାର ଲୋକେ ଦୋକାନ ପୂଜାରେ ଥିବା ବେଳେ ଅଗ୍ନିକାଣ୍ଡ ଘଟିଥିଲା। ଖବରପାଇ ଭୁବନ, କାମାକ୍ଷାନଗର, ସୁକିନ୍ଦା ଓ ଗଁଦିଆ ଦମକଳ ବାହିନୀ ରାତି ସାଢେ ୧୨ଟା ପର୍ଯ୍ୟନ୍ତ ରହି ନିଆଁ ଲିଭାଇଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ ା ଭୁବନ ଥାନା ଅଧିକାରୀ ନିର୍ମଳା ଗୋଛାୟତ ଘଟଣାସ୍ଥଳରେ ପହଁଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ। ଗୋଦାମ ମାଲିକ କୈଳାସଚନ୍ଦ୍ର ରାଠିଙ୍କୁ ପଚାରିବାରେ କୁହନ୍ତି, ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଘରେ ପରିବାର ଲୋକେ ନ ଥିବା ବେଳେ ଏହା ଘଟିଥିବା କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର...

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri