ବନ୍ତ, ୨୯ା୩(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ପଦିପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ୩ ବଖରା ଘର ସହ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ବିଦ୍ୟୁତ ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟି ପୁରୁଷୋତ୍ତମ ପରିଡାଙ୍କ ୨ ବଖରା ଓ ରବିନାରାୟଣ ପରିଡାଙ୍କ ୧ ବଖରା ଜଳିଯାଇଛି। ଉକ୍ତ ୨ ପରିବାର କାଠ ମିସ୍ତ୍ରି ଭାବେ କାମ କରୁଥିଲେ। ଆଗରପଡା ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲା। ଆଗରପଡା ରାଜସ୍ବ ନିରୀକ୍ଷକ ରବୀନ୍ଦ୍ର ଜେନା ପହଞ୍ଚି କ୍ଷୟକ୍ଷତି ଆକଳନ କରିଛନ୍ତି।
କାର-ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର
ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍ ନିକଟରେ ରବିବାର ସକାଳ ପ୍ରାୟ…
ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…
ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…
Archives

