ଜଳେଶ୍ୱରରେ ଥମୁନି ଧଳା ଜହର କାରବାର: ୫୦ ଗ୍ରାମ ବ୍ରାଉନସୁଗାର ଜବତ, ୩ ଗିରଫ

ଜଳେଶ୍ବର,୫।୨(ଡି.ଏନ୍‌.ଏ.): ପୁଣି ଜଳେଶ୍ବରରେ ଜବତ ହେଲା ଧଳା ଜହର। ବୁଧବାର ଜଳେଶ୍ୱର ପୋଲିସ ୫୦ ଗ୍ରାମର ବ୍ରାଉନ ସୁଗାର ସହ ଦୁଇଟି ମୋବାଇଲ,ଗୋଟିଏ ବାଇକ ଜବତ କରିବା ସହ ତିନି ଜଣଙ୍କୁ ଗିରଫ କରିଛି। ତେବେ ଜବତ ବ୍ରାଉନ ସୁଗାରର ମୂଲ୍ୟ ଆନୁମାନିକ ୫ଲକ୍ଷ ଟଙ୍କାରୁ ଅଧିକ ବୋଲି ପୋଲିସ ସୂଚନା ଦେଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ୨ଜଣ ଜଳେଶ୍ବର ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ଜଣେ ଭଦ୍ରକ ଜିଲାର ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri