ଜଳ ନିଷ୍କାସନ ଦାବିରେ ରାସ୍ତାରୋକୋ

ବାସୁଦେବପୁର,୨୬।୬(ଡି.ଏନ୍‌.ଏ.): ବାସୁଦେବପୁର-ଜାମୁଝାଡ଼ି ରାସ୍ତାର ନରସିଂହପୁର ବଜାରଠାରେ ପଞ୍ଚାୟତବାସୀଙ୍କ ପକ୍ଷରୁ ରାସ୍ତାରୋକୋ କରାଯାଇଛି। ପଞ୍ଚାୟତ ଦେଇ ଯାଇଥିବା କାଡ଼ା ନାଳ ଓ ଡ୍ରେନେଜ୍‌କୁ ପୋତି ଦିଆଯାଇଥିବାରୁ ଜଳ ନିଷ୍କାସନଜନିତ ଗୁରୁତର ସମସ୍ୟା ଦେଖାଦେଇଛି। ଫଳରେ ଅସରାଏ ବର୍ଷାରେ ପଞ୍ଚାୟତ ଜଳାର୍ଣ୍ଣବ ହୋଇପଡ଼ୁଛି। ଡ୍ରେନେଜ ବ୍ୟବସ୍ଥା ଠିକ୍‌ଠାକ୍‌ କରାଯାଉ ନ ଥିବା ପ୍ରତିବାଦରେ ବୁଧବାର ସକାଳଠାରୁ ନରସିଂହପୁର ଛକଠାରେ ରାସ୍ତାରୋକୋ ଚାଲୁ ରହିଛି। ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ନ ଥିବାରୁ ଏହି ରାସ୍ତାରୋକୋ ଚାଲୁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିବାବେଳେ ମାଡ଼ି ଆସିଲା ବିପଦ: ଆକାଶରୁ ଖସିଲା ମୃତ୍ୟୁ, ଗୋଟିଏ ପରିବାରର…

ନୀଳଗିରି,୨୦ା୭(ପ୍ରଶାନ୍ତ କୁମାର ବିଶ୍ୱାଳ): ଘରେ ଶୋଇଥିବା ଅବସ୍ଥାରେ ରବିବାର ରାତିରେ ହଠାତ୍‌ ହେଲା ବଜ୍ରପାତ। ଏହି ବଜ୍ରପାତରେ ଗୋଟିଏ ପରିବାରର ୮ ଜଣଙ୍କ ମଧ୍ୟରୁ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri