ଜଳ ନିଷ୍କାସନ ବ୍ୟବସ୍ଥାକୁ ଅଣଦେଖା: ରାସ୍ତାରେ ଯାଉଛି ନର୍ଦ୍ଦମା ଜଳ

ଖୋର୍ଦ୍ଧା ଅଫିସ, ୨୪।୮: ଜଳ ନିଷ୍କାସନ ବ୍ୟବସ୍ଥାକୁ ଅଣଦେଖା କରି ନିର୍ମାଣ କରାଗଲା ଡ୍ରେନ। ଏଣୁ ବର୍ଷା ହେଲେ ବର୍ଷାଜଳ ସହ ନର୍ଦ୍ଦମା ଜଳ ରାସ୍ତା ଉପରେ ଯାଉଛି। ଠିକାଦାର ଡ୍ରେନ ନିର୍ମାଣ କରି ସରକାରୀ ଅନୁଦାନକୁ ହାତେଇ ନେଲେ। ପାଣି ଡ୍ରେନରେ ଯାଉ କି ରାସ୍ତାରେ ଯାଉ ତାଙ୍କର ଯାଆସ ନାହିଁ। ପ୍ରଶାସନିକ ସ୍ତରରେ ମଧ୍ୟ ଯାଞ୍ଚ ନାହିଁ। ସେହି ଏକା ଅବସ୍ଥା ହୋଇଛି ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥର ପୁରୁଣା ଦମକଳ ଛକ ଅଞ୍ଚଳରେ। ଏଠାରେ ମଧ୍ୟ ଜାତୀୟ ରାଜପଥ ଉପରେ ବର୍ଷାଜଳ ନର୍ଦ୍ଦମା ଜଳ ସହ ମିଶି ଯାଉଛି। ଯଦି ରାସ୍ତା ଉପରେ ପାଣି ଯିବ ଡ୍ରେନର ଆବଶ୍ୟକତା ନ ଥିଲା ବୋଲି କିଛି ଲୋକ କ୍ଷୋଭର ସହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ…

ପ୍ରିୟଙ୍କା-ରାହୁଲଙ୍କ ବିରୋଧରେ FIR; ଲାଗିଲା ଗୁରୁତର ଅଭିଯୋଗ!

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆକାଶବାଣୀ ଭବନରେ…

କେବେ ଭାବି ନ ଥିଲି ଏମିତି ଦିନ ଆସିବ: ଭାବବିହ୍ବଳ ହୋଇପଡ଼ିଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋ ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର…

Chanakya Niti: ଜୀବନରେ ସଫଳତା ପାଇବାକୁ ହେଲେ ମାନନ୍ତୁ ଏହି ୩ ବଡ଼ କଥା…

ଆଚାର୍ଯ୍ୟ ଚାଣକ୍ୟଙ୍କ ‘ଚାଣକ୍ୟ ନୀତି’ରେ ମାନବ ସମାଜ, ବ୍ୟକ୍ତିଗତ ବ୍ୟବହାର, ଏବଂ ଜୀବନରେ ସଫଳତା ପାଇଁ ଅନେକ ବାସ୍ତବିକ ଉପଦେଶ ରହିଛି। ସେଥିମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା……

ପ୍ରଥମ T20I ଶତକ ପରେ ମନର କଥା ଖୋଲି କହିଦେଲେ ଶ୍ରେୟସ ଆୟର: କହିଲେ, ଏମିତି ଖେଳିଲେ…

ଲକ୍ଷ୍ନୌ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଅଧିନାୟକ ଶ୍ରେୟସ ଅୟରଙ୍କ ଧୂଆଁଧାର ଶତକ ବଳରେ ଭାରତ ୮ ଉଇକେଟ୍‌ରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

ଚିଲିକା ମଝିରେ ଅଟକିଲା ଡଙ୍ଗା: ଭୟରେ ଥରିଲେ ଯାତ୍ରୀ, ଆଉ ତା’ପରେ…

କୃଷ୍ଣପ୍ରସାଦ,୭।୧୦(କୈଳାଶ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ…

ଅବିଶ୍ୱସନୀୟ କ୍ୟାଚ ଧରିଲେ ଇଶାନ କିଶନ: ନିଜେ ବି କରିପାରିଲେନି ବିଶ୍ୱାସ, ଦେଖନ୍ତୁ VIDEO

ଲକ୍ଷ୍ନୌ,୭।୧୦: ଟି-୨୦ କ୍ରିକେଟ୍‌ରେ ଭାରତୀୟ ଦଳର ଫିଲ୍ଡିଂକୁ ନେଇ ଅନେକ ସମୟରେ ପ୍ରଶ୍ନ ଉଠିଥାଏ। ବିଶେଷକରି କ୍ୟାଚ ଧରିବା ମାମଲାରେ ଭାରତର ରେକର୍ଡ ଆହୁରି ଉନ୍ନତ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?