Posted inବୌଦ୍ଧ

ଜହ୍ନାପଙ୍କ ଅଞ୍ଚଳରେ କୂଆପଥର ବର୍ଷା

ଜହ୍ନାପଙ୍କ,୨୮।୫ (ଡି.ଏନ.ଏ.)-ବୌଦ୍ଧ ବ୍ଲକ ଅନ୍ତର୍ଗତ ଜହ୍ନାପଙ୍କ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଝଡତୋଫାନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଥିଲା। ପ୍ରାୟ ଅଧଘଣ୍ଟା ଧରି କୂଆପଥର ବର୍ଷା ହୋଇଥିଲା। ଯାହାର ଓଜନ ୨୦୦ ଗ୍ରାମ ଉପରେ ହେବ । ବଡ ବଡ କୁଆପଥର ପଡି କେତେଜଣ ବ୍ୟକ୍ତିଙ୍କ ଘରର ଆଜବେଷ୍ଟସ ଭାଙ୍ଗି ଯାଇଥିବା ଜଣାଯାଇଛି। ଖୁଣ୍ଟବନ୍ଧ, ତେଲିବନ୍ଧ, ପଦ୍ମନପୁର, ମୁଣ୍ଡାପଡା, ଲକ୍ଷ୍ମୀପ୍ରସାଦ ପଞ୍ଚାୟତରେ ମଧ୍ୟ କୁଆପଥର ବର୍ଷା ହୋଇଥିବା ଜଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

ତେଲିବନ୍ଧ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଅଜଣା ଗାଡ଼ି ଧକ୍କାରେ ୨ ମୃତ, କାରକୁ ଘୋଷାଡ଼ି…

ବୋୖଦ୍ଧ, ୨୦ା୧( ଅଜିତ କୁମ୍ଭୀର ବାରିକ) – ​ବୌଦ୍ଧ ଜିଲା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେଲିବନ୍ଧ ଛକ ନିକଟରେ…

ପୋଷ୍ଟ ଅଫିସ୍‌ ଜମାଖାତାରୁ ଟଙ୍କା ଗାଏବ: ଫେରାଇବା ଦାବିରେ ଜମାକାରୀ…

ବୌଦ୍ଧ,୮ା୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ସରସରା ଗ୍ରାମରେ ଥିବା ପୋଷ୍ଟ ଅଫିସରେ ଜମାଖାତାରୁ ଟଙ୍କା ଗାଏବ ହୋଇଥିବା ଜମାକାରୀମାନେ ଅଭିଯୋଗ କରିଛନ୍ତ। ଅଭିଯୋଗ…

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ ଜିଲା…

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ…

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ ଜିଲାରେ…

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି ୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri