ଜାଗମରାରେ ପିଏନ୍‌ବି ଲୋନ୍‌ ପଏଣ୍ଟ

ଭୁବନେଶ୍ୱର,୨୩।୫: ରାଷ୍ଟ୍ରାୟତ୍ତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ରାମ୍‌ (ରିଟେଲ,କୃଷି ଏବଂ ଏମ୍‌ଏସ୍‌ଏମ୍‌ଇ)ର ଲୋନ୍‌ ପଏଣ୍ଟ ସ୍ଥାନୀୟ ଜାଗମରା ସ୍ଥିତ ଓରିଏଣ୍ଟାଲ ବ୍ୟାଙ୍କ କ୍ୟାମ୍ପସ ପରିସରରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ବ୍ୟାଙ୍କର ଉପମହାପ୍ରବନ୍ଧକ ଗଣପତ ଲାଲ, ଉପମହାପ୍ରବନ୍ଧକ ତୌଫିକ ଆଲମ ଏବଂ ଉପମହାପ୍ରବନ୍ଧକ ରାଜକିଶୋର ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଲୋନ୍‌ ପଏଣ୍ଟ ମାଧ୍ୟମରେ ଗ୍ରାହକମାନେ ବିଭିନ୍ନ ପ୍ରକାର ଖୁଚୁରା ଋଣ, କୃଷି ଋଣ ଏବଂ କ୍ଷୁଦ୍ର,ଲଘୁ ଓ ମଧ୍ୟମଧରଣର ଉଦ୍ୟୋଗୀଙ୍କୁ ଋଣ ପ୍ରଦାନରେ ବ୍ୟାପକ ସହାୟକ ହେବ । ଫଳରେ ବ୍ୟବସାୟୀଙ୍କୁ ବହୁ ସୁବିଧା ହେବା ସହ ସହଜରେ ଆବଶ୍ୟକ କାର୍ଯ୍ୟ ଏହା ମାଧ୍ୟମରେ କରିପାରିବେ ବୋଲି ଆଶା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri