Posted inଖେଳ

ଜାଡେଜାଙ୍କୁ ପ୍ରଶଂସା କଲେ ଜାମନଗର ମହାରାଜ

ଜାମନଗର, ୧୫।୭: ଆଇସିସି ବିଶ୍ୱକପ ସେମିଫାଇନାଲରେ ଭାରତ ପରାସ୍ତ ହୋଇଥିଲେ ମଧ୍ୟ ରବୀନ୍ଦ୍ର ଜାଡେଜାଙ୍କ ୭୭ ରନର ଇନିଂସ ଖେଳି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଭାରତ ୯୨ରନରେ ୬ ଉଇକେଟ ହରାଇଥିବାବେଳେ ଏହି ସମୟରେ ପଡିଆକୁ ଆସିଥିଲେ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା। ତାଙ୍କ ସହ ଥିଲେ ମହେନ୍ଦ୍ର ସିଂ ଧୋନୀ। ଜାଡେଜା ଉକ୍ତ ମ୍ୟାଚରେ ୫୯ଟି ବଲରୁ ୭୭ରନର ପାଳି ଖେଳି ଭାରତକୁ ବିଜୟର ନିକଟତର କରିଥିଲେ। କିନ୍ତୁ ସେ ଆଉଟ୍‌ ହେବାପରେ ଭାରତର ବିଜୟ ଆଶା ମଉଳିଯାଇଥିଲା। କିନ୍ତୁ ତାଙ୍କ ଧୈର୍ଯ୍ୟପୁର୍ଣ୍ଣ ଇନିଂସକୁ ପ୍ରଶଂସା କରିଥିଲେ ପୂର୍ବତନ କ୍ରିକେଟର। ଜାଡେଜାଙ୍କ ପୈତୃକ ଗାଁ ଜାମନଗରର ମହାରାଜା ମଧ୍ୟ ଜାଡେଜାଙ୍କୁ ପ୍ରଶଂସା କରି ଏକ ପତ୍ର ଲେଖିଛନ୍ତି। ଭାରତ ଜିନିପାରି ନ ଥିଲେ ମଧ୍ୟ ତୁମ ଅଲରାଉଣ୍ଡର ପ୍ରଦର୍ଶନ ଆମ ସମସ୍ତଙ୍କୁ ଗର୍ବିତ କରିଛି ବୋଲି ଉକ୍ତ ପତ୍ରରେ ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri