Posted inଫୁରସତ

ଏସବୁ ଦେଶରେ ନାହିଁ ଲିଖିତ ସମ୍ବିଧାନ, ଏମିତି ଚାଲିଥାଏ ଶାସନ

ଆଜି ସମଗ୍ର ଭାରତବର୍ଷରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ୧୯୪୯ ମସିହା ନଭେମ୍ବର ୨୬ରେ ଭାରତର ସମ୍ବିଧାନ ଆଇନ ପ୍ରଣୟନ କରାଯାଇଥିଲା। ୧୯୫୦ ଜାନୁୟାରୀ ୨୬ରେ ଏହା କାର୍ଯ୍ୟକାରୀ ହୋଇଥିଲା। ଭାରତର ଲିଖିତ ସମ୍ବିଧାନ ଥିବାବେଳେ ଏମିତି କିଛି ଦେଶ ଅଛି, ଯେଉଁମାନଙ୍କର ଲିଖିତ ସମ୍ବିଧାନ ନାହିଁ। ଜାଣନ୍ତୁ ଏସବୁ ଦେଶ ସମ୍ପର୍କରେ…

ଇଂଲଣ୍ଡ:


ଏହି ଦେଶରେ ଲିଖିତ ସମ୍ବିଧାନ ନାହିଁ। ଏଠାରେ କିଛି ମୌଖିକ ନିୟମ ରହିଛି, ଯାହାକୁ ପାଳନ କରାଯାଇ ଶାସନ ଚାଲିଛି। ଇଂଲଣ୍ଡରେ କାନୁନ୍‌ ଏବଂ ପରିସ୍ଥିତିକୁ ଦେଖି ସଂସଦ ଦ୍ୱାରା ପରିବର୍ତ୍ତନ କରାଯାଇଥାଏ।

ସାଉଦିଆରବ:


ଏଠାରେ ଅନେକ ଅଜବ ଆଇନ ସବୁ ରହିଛି। ମାତ୍ର କୌଣସି ଲିଖିତ ସମ୍ବିଧାନ ନାହିଁ। କୋରାନ୍‌ରେ ଲେଖାଯାଇଥିବା କଥାକୁ ସର୍ବୋଚ୍ଚ ଆଇନ ଭାବେ ଗ୍ରହଣ କରାଯାଇ ଯେକୌଣସି ନିଷ୍ପତ୍ତି ନିଆଯାଇଥାଏ।

ଇସ୍ରାଇଲ:


୧୯୪୮ରେ ସ୍ବାଧୀନତା ଲାଭ କରିଥିବା ଇସ୍ରାଇଲ ପାଖରେ ମଧ୍ୟ କୌଣସି ଲିଖିତ ସମ୍ବିଧାନ ନାହିଁ। ଏହି ଦେଶ ସ୍ବାଧୀନତା ପାଇବା ପରେ ସମ୍ବିଧାନ ପ୍ରଣୟନ ପାଇଁ ଚେଷ୍ଟା ଜାରି ରଖିଥିଲା। ମାତ୍ର ସଂସଦରେ ମତଭେଦ ଦେଖାଦେବାରୁ ଏହା ହୋଇପାରିଲା ନାହିଁ। ଏହାର ସଂସଦ ଅଲିଖିତ ସମ୍ବିଧାନର ମାନ୍ୟତା ପାଇଛି। ଯେଉଁଥିରେ ସମଗ୍ର ଦେଶର ଶାସନ ଚାଲୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri