ଜାଣନ୍ତୁ କାହିଁକି ଦିଏ ହାକୁଟି

ସାଧାରଣତଃ ଖାଇବା ପରେ ପ୍ରାୟ ଲୋକଙ୍କୁ ହାକୁଟି ଦେଇଥାଏ। ଆଉ ଏହା ଏକ ସାଧାରଣ ସମସ୍ୟା ହୋଇଥାଏ। ଅନେକ ସମୟରେ ଚିନ୍ତା କରିବା ଫଳରେ ହାକୁଟି ଦେଇଥାଏ।ମାତ୍ର ଦିନ ସାରା ଯଦି ଏହି ପ୍ରକ୍ରିୟା ଲାଗି ରହେ ତେବେ ଏହା ଅନେକ ଅନେକ ରୋଗର ସଙ୍କେତ ଦେଇଥାଏ।ତେବେ ଅଚାନକ ଓଜନ୍‌ କମ୍‌ ହେବା ସହ ହାକୁଟି
ମାରିବା ଫଳରେ କ୍ୟାନ୍‌ସର ଆଶଙ୍କା ଦେଖାଯାଇଥାଏ । ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ପାଚନ ତନ୍ତ୍ର ଠିକ୍‌ ଭାବେ କାର୍ଯ୍ୟ ନ କରିବା। ତେବେ ଜାଣନ୍ତୁ କେଉଁ ସବୁ କାରଣ ପାଇଁ ହାକୁଟି ଦେଇଥାଏ। ତେବେ ଅଚାନକ ଓଜନ୍‌ କମ୍‌ ହେବା ସହ ହାକୁଟି
ମାରିବା ଫଳରେ କ୍ୟାନ୍‌ସର ଆଶଙ୍କା ଦେଖାଯାଇଥାଏ ।

-ପାଟି ବଡ଼ କରି ଖାଉଥିବା ବ୍ୟକ୍ତି ଖାଦ୍ୟକୁ ଭଲଭାବେ ନ ଚୋବାଇ ଖାଇବା ଫଳରେ ପେଟରେ ପେଟରେ ପବନ ପଶିଥାଏ ଯେଉଁଥିପାଇଁ ହାକୁଟି ଦେଇଥାଏ । ଏହାକୁ ‘ଏରୋଫେଜିଆ’ କୁହାଯାଏ।

-ଅନେକ ସମସୟରେ ଗ୍ୟାସ ହେବା କାରଣରୁ ମଧ୍ୟ ଏହି ସମସ୍ୟା ଦେଖାଯାଇଥାଏ।

-ଅନେକ ସମୟରେ ଚିନ୍ତା କରିବା ଫଳରେ ହାକୁଟି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri