ଜାଣନ୍ତୁ ଜୁସ ପିଇବାର ଉପଯୁକ୍ତ ସମୟ

ବିଭିନ୍ନ ପ୍ରକାର ଫଳର ଜୁସ ପିଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ବିଭିନ୍ନ ରୋଗରୁ ମୁକ୍ତି ପାଇବା ପାଇଁ ପ୍ରାକୃତିକ ଭାବେ ଏହି ଜୁସ ସାହାଯ୍ୟ କରିଥାଏ। ଡାକ୍ତର ମଧ୍ୟ ରୋଗୀଙ୍କୁ ଏହା ପିଇବା ପାଇଁ ପରାମର୍ଶ ଦେଇଥାନ୍ତି। ଏହାକୁ ଠିକ୍‌ ସମୟରେ ପିଇଲେ ଶରୀର ପାଇଁ ଲାଭଦାୟକ ହୋଇଥାଏ। କାରଣ ଜୁସ ପିଇବା ଦ୍ୱାରା ଶରୀରରେ ପାଚନ କ୍ରିୟା ଠିକ୍‌ ଭାବେ ହେବା ସହ ଆବଶ୍ୟକ ପରିମାଣରେ ପୋଷକ ତତ୍ତ୍ୱ ମିଳିଥାଏ।
ବ୍ୟାୟାମ କରିବା ସମୟରେ
*ବ୍ୟାୟାମ ଓ ପ୍ରାତଃଭ୍ରମଣ ସମୟରେ ଜୁସ୍‌ ପିଇବା ଉଚିତ। ଜୁସ ପିଇବା ଦ୍ୱାରା ଶରୀରକୁ ଆବଶ୍ୟକ ପରିମାଣରେ ଶକ୍ତି ଓ କ୍ୟାଲୋରି ମିଳିଥାଏ।
ଜଳଖିଆ ଖାଇବା ସମୟରେ
*ସକାଳର ଜଳଖିଆ ଖାଇବା ସମୟରେ ଜୁସ ପିଇପାରିବେ। ଏପରି କରିବା ଦ୍ୱାରା ଖାଦ୍ୟ ହଜମ ହୋଇଥାଏ ଏବଂ ଶରୀରକୁ ଉପଯୁକ୍ତ ଫାଇବର ମିଳିଥାଏ।
ଋତୁ ଅନୁଯାୟୀ
*ଋତୁ ଅନୁଯାୟୀ ବଜାରରେ ବିଭିନ୍ନ ପ୍ରକାର ଫଳ ଉପଲବ୍ଧ ହୋଇଥାଏ। ତେଣୁ ଋତୁ ଅନୁସାରେ ଜୁସ ପିଇବା ଉଚିତ। ଯେପରି ତରଭୁଜ, କମଳା, ଗାଜର, ଲିଚୁ ଓ ଆମ୍ବ ଇତ୍ୟାଦିକୁ ଜୁସ କରି ପିଇପାରିବେ।
ଦୁର୍ବଳ ଅନୁଭବ ହେଲେ
*ଶରୀରରେ ଆବଶ୍ୟକ ପୋଷକ ତତ୍ତ୍ୱ ଓ କ୍ୟାଲସିୟମ ପରିମାଣ କମିଲେ ଦୁର୍ବଳ ଅନୁଭବ ହୋଇଥାଏ। ସେହି ସମୟରେ ଜୁସ ପିଇବା ବେଶ ଲାଭଦାୟକ ହୋଇଥାଏ। କେବଳ ଫଳ ନୁହେଁ ପରିବା ଜୁସ୍‌ ମଧ୍ୟ ପିଇପାରିବେ। ଯେପରି ଗାଜର ବିଟ, ମୂଳା, କାକୁଡି ଓ ଅଁଳାର ଜୁସ। ଏହାଦ୍ୱାରା ଦୁର୍ବଳ ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?