Posted inଫୁରସତ

ଜାଣନ୍ତୁ ସ୍କୁଲ ବସ୍‌ ରଙ୍ଗ କାହିଁକି ହୋଇଥାଏ ହଳଦିଆ

ପ୍ରାୟ ଅଧିକାଂଶ ସ୍କୁଲ ବସ୍‌ର ରଙ୍ଗ ହଳଦିଆ । ତେବେ ଏହାକୁ ଦେଖୁଥିଲେ ମଧ୍ୟ କେତେକ ଲୋକ ଏଭଳି ହେବା ପଛର କାରଣ ସମ୍ପର୍କରେ ଜାଣି ନ ଥାନ୍ତି। ତେବେ ଏହାର ବୈଜ୍ଞାନିକ ଓ ସୁରକ୍ଷା ସମ୍ବଳିତ କାରଣ ରହିଛି। ଯେଉଁଥିପାଇଁ ଏହାର ରଙ୍ଗ ହଳଦିଆ ହୋଇଥାଏ। ତେବେ ଜାଣନ୍ତୁ ସେ ବିଷୟରେ।
ସୁରକ୍ଷା ଦୃଷ୍ଟିରୁ ସ୍କୁଲ ବସ୍‌ ହଳଦିଆ ରଙ୍ଗର ହୋଇଥାଏ। ହଳଦିଆ ରଙ୍ଗ ଦୂରରୁ ନଜରକୁ ଆସୁଥିବା ବେଳେ ରାତି, ବର୍ଷା, କୁହୁଡିରେ ମଧ୍ୟ ଦୂରରୁ ଦେଖାଯାଇଥାଏ। ଫଳରେ ଗାଡି ଅନେକ ସମୟରେ ଦୁର୍ଘଟଣାରୁ ବର୍ତ୍ତି ଯାଇଥାଏ। ହଳଦିଆ ରଙ୍ଗ ଆଖିକୁ ଶୀଘ୍ର ଦେଖାଯାଇଥାଏ। ଏହି ରଙ୍ଗ ଉପରକୁ ବ୍ୟକ୍ତିର ନଜର ପ୍ରଥମେ ଯାଏ ବୋଲି ୧୯୩୦ରେ ଆମେରିକାରେ କରାଯାଇଥିବା ଏକ ଗବେଷଣାରୁ ପ୍ରମାଣିତ ହୋଇଛି।
ଏହାର ପଛରେ ଅନେକ କାରଣ ରହଛି। ଅନ୍ୟ ରଙ୍ଗ ତୁଳନାରେ ୧.୨୪ ଗୁଣ ଅଧିକ ଆକର୍ଷିତ କରିଥାଏ ହଳଦିଆ। ଏଥିଲାଗି ଏହା ଅନ୍ୟ ରଙ୍ଗ ତୁଳନାରେ ଆଖିକୁ ଶୀଘ୍ର ଦେଖାଯାଇଥାଏ। ଅପରପକ୍ଷେ ସ୍କୁଲ୍‌ ବସ୍‌କୁ ନେଇ ସୁପ୍ରିମ୍‌କୋର୍ଟ ମଧ୍ୟ ତାହାର ଅନେକ ଗାଇଡଲାଇନ୍‌ ପ୍ରସ୍ତୁତ କରିଛନ୍ତି। ଯେମିତି ସ୍କୁଲ୍‌ ବସ୍‌ ନାଁ, ତାହାର କର୍ତ୍ତବ୍ୟ, ସ୍କୁଲ୍‌ ସମ୍ପର୍କିତ ସମସ୍ତ ଖବର, ବସ୍‌ରେ ଜଣେ ଅଟେଣ୍ଡାଣ୍ଟ ଆଦି ରହିବେ। ଏଥିସହ ୪୦ରୁ ଅଧିକ ବେଗରେ ବସ୍‌ ଗତି କରି ନ ପାରିବା ଭଳି ଗାଇଡ୍‌ଲାଇନ। ଏଣୁ ସ୍କୁଲର ନିର୍ଦ୍ଧାରିତ ନିୟମ ଓ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବସ୍‌ଗୁଡ଼ିକ ହଳଦିଆ ରଙ୍ଗର କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri