ଜାତିର ଉନ୍ନତିରେ ଦେଶର ଉନ୍ନତି

ବଇଣ୍ଡା,୭।୬(ଡି.ଏନ.ଏ.)-ପୁରାତନ ସଂସ୍କୃତି ତଥା ସାମାଜିକ ଚଳଣିକୁ ଯେଉଁ ସମାଜ ଗୁରୁତ୍ୱ ଦେଇ ଆସୁଛି ସେହି ସମାଜର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ହେଲେ ବର୍ତ୍ତମାନ ଯୁବପିଢିମାନେ ପୁରାତନ ସଂସ୍କୃତି ତଥା ସମାଜର ନୀତିନିୟମକୁ ମାନୁ ନାହାନ୍ତି। ଏଥିପ୍ରତି ସମସ୍ତେ ଧ୍ୟାନ ଦେବା ଆବଶ୍ୟକ। ଜାତିର ଉନ୍ନତି ହେଲେ ଦେଶର ଉନ୍ନତି ହେବ ବୋଲି ଶୁକ୍ରବାର ଆଠମଲ୍ଲିକ ବ୍ଲକ କୁରୁମଟାପ ପଞ୍ଚାୟତ ମନ୍ଦରବାହାଳ ଗ୍ରାମରେ ଅନୁଷ୍ଠିତ ଅଖିଳ ଭାରତୀୟ ପେଡ଼ିପଥର ପୁଞ୍ଜର ଗୋଣ୍ଡ ମହାସଭାରେ ମୁଖ୍ୟଅତିଥି ଭାବେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଯୋଗଦେଇ ଏହା କହିଛନ୍ତି। ଯୁଦ୍ଧିଷ୍ଠିର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହାସଭାରେ ମୁଖ୍ୟବକ୍ତା ଭାବେ ଆଠମଲ୍ଲିକ ଗୋଣ୍ଡ ପରିଷଦର ସଭାପତି ସନାତନ ନାୟକ, ସମ୍ମାନିତ ଅତିଥି ଭାବେ ସମାଜର ମହାସଚିବ ବାଙ୍କନିଧି ନାୟକ, ତରଣୀସେନ ନାୟକ, ନାଲୁଚରଣ ନାୟକ, ଗୌରଚନ୍ଦ୍ର ପାତ୍ର, ସୁଗ୍ରୀବର ନାୟକ, ଜମୁନାରାଣୀ ନାୟକ, ସୁଷମା ସାଏ, ମେଘମାଳା ନାୟକ ଯୋଗଦେଇ ସମାଜର ନୀତିନିୟମ ସମ୍ପର୍କରେ ଆଲୋକପାତ କରିଥିଲେ। ବେଲାରସେନ ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଇରାନ-ପାକିସ୍ତାନ ମଧ୍ୟରେ ହେଲା ‘ଟେବୁଲ ତଳେ ଚୁକ୍ତି’ , ସହି ପାରିବେ ନାହିଁ ଟ୍ରମ୍ପ

ଇସଲାମାବାଦ,୨୧।୫: ପାକିସ୍ତାନର ଶାସକମାନେ ନିଜ ଦେଶକୁ ଅପମାନିତ କରିବାରେ ସମସ୍ତ ସୀମା ଅତିକ୍ରମ କରିଛନ୍ତି। ଶାହବାଜ, ମୁନିର ଏବଂ ବର୍ତ୍ତମାନ ମୋହସିନ ନକଭି ସେମାନଙ୍କର ସାଧୁତା ବିକ୍ରୟ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ…

ବଡ଼ ଖବର: ସନ୍ନ୍ୟାସ ନେଇଗଲେ ଧୋନୀ! ଆଇପିଏଲ ଅଧାରୁ ସିଏସକେ ଛାଡ଼ି ପଳାଇବା ପରେ…

ନୂଆଦିଲ୍ଲୀ,୨୧।୫: ଚେନ୍ନାଇ ସୁପର କିଙ୍ଗ୍ସ ଆଜି (୨୧ ମେ) ଦିନ ଆଇପିଏଲ ୨୦୨୬ର ଶେଷ ଲିଗ ପର୍ଯ୍ୟାୟ ମ୍ୟାଚ ଗୁଜୁରାଟ ଟାଇଟନ୍ସ ବିପକ୍ଷରେ ଖେଳିବାର କାର୍ଯ୍ୟକ୍ରମ ରହିଛି।…

Melody Toffee ପରେ ମେଲୋନିଙ୍କୁ ଆଉ ଏକ ବିଶେଷ ଉପହାର ଦେଲେ ମୋଦି

ରୋମ,୨୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ଦେଶ ଗସ୍ତ କରି ଫେରିଛନ୍ତି। ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମୋଦି ସେ ଯେଉଁ ଦେଶ ଗସ୍ତ କରିଥିଲେ ସେହି…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମହଙ୍ଗା ଭତ୍ତା ୬୦% କୁ ବୃଦ୍ଧି

ଲକ୍ଷ୍ନୌ,୨୧ା୫: ଉତ୍ତରପ୍ରଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ବର୍ଦ୍ଧିତ ମୁଦ୍ରାସ୍ଫୀତି ମଧ୍ୟରେ, ଯୋଗୀ ସରକାର ରାଜ୍ୟ କର୍ମଚାରୀମାନଙ୍କୁ ଏକ…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri