ଜାତିସଂଘରେ ନିଜର ସଫଳ ଭାଷଣ ପାଇଁ ସ୍ତ୍ରୀଙ୍କୁ ଶ୍ରେୟ ଦେଲେ ଇମ୍ରାନ

ଇସଲାମାବାଦ,୩୦।୯: ୟୁଏନଜିଏରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଶ୍ମୀର ସମ୍ପର୍କରେ ପଦୁଟିଏ କହି ନ ଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଅନ୍ତର୍ଜାତୀୟ ସମୁଦାୟ ଆଗରେ ଏହି ପ୍ରସଙ୍ଗ ଉଠାଇଥିଲେ। ଇମ୍ରାନ ୫୦ ମିନିଟ ଭାଷଣର ଅଧା ସମୟ କଶ୍ମୀର ପ୍ରସଙ୍ଗରେ କହିଥିଲେ। ଜାତିସଂଘରେ ଏହା ତାଙ୍କ ସଫଳ ଭାଷଣ ବୋଲି ସେ ନିଜେ ମନେ କରୁଛନ୍ତି। ରବିବାର ସ୍ବଦେଶ ଫେରିବା ପରେ ପାର୍ଟି କାର୍ଯ୍ୟକର୍ତ୍ତାଙ୍କ ଆଗରେ ନିଜ ତୃତୀୟ ସ୍ତ୍ରୀ ବୁଶରା ବିବିଙ୍କୁ ଧନ୍ୟବାଦ ଦେଇଛନ୍ତି। ବୁଶରାଙ୍କୁ ଯୋଗୁ ମୁଁ ଜାତିସଂଘରେ ସଫଳ ଭାଷଣ ରଖିପାରିଲି ବୋଲି ଇମ୍ରାନ ନିଜ ପ୍ରତିକ୍ରିୟାରେ କହଛନ୍ତି। ସୂଚନାଯୋଗ୍ୟ, ଇମ୍ରାନ ଜାତିସଂଘରେ କହିଥିଲେ, ଭାରତ ଜମ୍ମୁ-କଶ୍ମୀରର ସ୍ବାୟତ୍ତତା ପ୍ରତ୍ୟାହାର କରି ଜାତିସଂଘ ସୁରକ୍ଷା ପରିଷଦର ୧୧ ସଂକଳ୍ପନାମା, ଶିମ୍ଲା ରାଜିନାମା ଓ ନିଜ ସମ୍ବିଧାନକୁ ଉଲ୍ଲଂଘନ କରିଛି। ଏହାକୁ ନେଇ ଆଣବିକ ଅସ୍ତ୍ରସମ୍ପନ୍ନ ଦୁଇ ପଡ଼ୋଶୀ ମୁହାଁମୁହିଁ ହେଲେ ପରିଣାମ ଭୟାବହ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri