ଜାତୀୟସ୍ତରରେ ପ୍ରଦର୍ଶିତ ହେବ ଓଡ଼ିଶା ଆଦିବାସୀଙ୍କ ବୀରତ୍ୱ

ଭୁବନେଶ୍ୱର,୪।୨(ବ୍ୟୁରୋ): ଦେଶର ସ୍ବାଧୀନତା ସଂଗ୍ରାମ ପାଇଁ ଲଢ଼େଇ କରି ନିଜ ସାହସିକତାର ପରିଚୟ ଦେଇଥିବା ଓଡ଼ିଆ ଆଦିବାସୀଙ୍କ ବୀରତ୍ୱ ସମ୍ପର୍କରେ ଜାତୀୟସ୍ତରରେ ପ୍ରଦର୍ଶିତ କରାଯିବ। ଗୁଜରାଟର ନର୍ମଦା ଜିଲାସ୍ଥିତ ଗରୁଡ଼େଶ୍ୱର ଗାଁରେ ସ୍ଥାପନ ହେବାକୁ ଥିବା ଜାତୀୟ ଆଦିବାସୀ ସ୍ବାଧୀନତା ସଂଗ୍ରାମୀ ମ୍ୟୁଜିୟମରେ ସ୍ବାଧୀନତା ସଂଗ୍ରାମ ସହ ଜଡିତ ଆଦିବାସୀଙ୍କ ୫ଟି ବୀରତ୍ୱର ଗାଥାକୁ ଥ୍ରୀ-ଡି ଓ ସେଭେନ-ଡି ଟେକ୍ନୋଲୋଜି ମାଧ୍ୟମରେ ପ୍ରଦର୍ଶିତ କରାଯିବ। ଲୋକ ସଭାରେ କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକାଙ୍କ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଆଦିବାସୀ ରାଷ୍ଟ୍ରମନ୍ତ୍ରୀ ରେଣୁକା ସିଂ ସରୁତା କହିଛନ୍ତି, ଦେଶର ପ୍ରମୁଖ ଆଦିବାସୀ ସ୍ବାଧୀନତା ସଂଗ୍ରାମୀଙ୍କ ଜୀବନ ଓ ସଂଘର୍ଷର କାହାଣୀକୁ ୧୬ଟି ପ୍ରମୁଖ ଗ୍ୟାଲେରିରେ ପ୍ରଦର୍ଶିତ କରାଯିବ। ସ୍ବାଧୀନତା ସଂଗ୍ରାମର ଅନ୍ୟାନ୍ୟ ବିଦ୍ରୋହର ଗାଥାକୁ ୯୩ଟି ଜୋନଓ୍ବାରି ପ୍ରଦର୍ଶିତ କରାଯିବ। ଓଡ଼ିଶାର ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ, କୋରାପୁଟ ବିଦ୍ରୋହରେ ଲକ୍ଷ୍ମଣ ନାଏକ, ଗଞ୍ଜାମ ବିଦ୍ରୋହ, ଘୁମୁସର ବିଦ୍ରୋହ, ଖୋଣ୍ଡ ବିଦ୍ରୋହର କାହାଣୀ ଜାତୀୟ ମ୍ୟୁଜିୟମରେ ପ୍ରଦର୍ଶିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri