ଜାତୀୟ ଚକ୍ଷୁଦାନ ପକ୍ଷ: ମଣିଷର ମୃତ୍ୟୁ ହୁଏ, ମାତ୍ର ଚକ୍ଷୁର ନୁହେଁ

ବ୍ରହ୍ମପୁର ଅଫିସ,୪।୯: ମଣିଷର ମୃତ୍ୟୁ ହୁଏ, ମାତ୍ର ଚକ୍ଷୁର ନୁହେଁ। ମୃତ୍ୟୁର ୪ ରୁ ୬ ଘଣ୍ଟା ପର୍ଯ୍ୟନ୍ତ ଚକ୍ଷୁ ଜୀବିତ ଥାଏ। ଏହାକୁ ଅନ୍ୟ ଜଣଙ୍କଠାରେ ପ୍ରତିରୋପଣ କରାଯିବା ଫଳରେ ଏକଦୃଷ୍ଟିହୀନ ଏସୁନ୍ଦର ସଂସାରକୁ ଦେଖିପାରେ । ସେଥିପାଇଁ ମୃୃତ୍ୟୁ ପରେ ଚକ୍ଷୁକୁ ଜାଳିଦେବା କି ପୋତିଦେବା ବଦଳରେ ତାକୁ ଦାନ କରିବା ଉଚିତ। ଭାରତର ପ୍ରାୟ ୩୦ ଲକ୍ଷ ଲୋକ ସ୍ବଚ୍ଛ ପଟଳ ଅନ୍ଧତ୍ୱର ଶିକାର ଅଟନ୍ତି । ସେମାନଙ୍କ ମଧ୍ୟରେ ପ୍ରାୟ ୬୦ ପ୍ରତିଶତ ହେଉଛନ୍ତି ଯୁବକ ଏବଂ ୧୨ ବର୍ଷରୁ କମ୍‌ ବୟସ୍କ । ଏଣୁ ସମସ୍ତେ ଚକ୍ଷୁଦାନ କରି ଦେଶରୁ ଅନ୍ଧତ୍ୱ ଦୂର କରିବା ଆବଶ୍ୟକ ବୋଲି ବୁଧବାର ଜାତୀୟ ଚକ୍ଷୁଦାନ ପକ୍ଷ ପାଳନ ଅବସରରେ ମତ ପ୍ରକାଶ ପାଇଛି।
ଏହି ଅବସରରେ ସକାଳେ ଜଞ୍ଜାମ ଜିଲା ସ୍ଥାନୀୟ ଗାନ୍ଧି ମାର୍କେଟ୍‌ଠାରୁ ଏକ ସଚେତନତା ଶୋଭାଯାତ୍ରା ବାହାରିଥିଲା। ଏସ୍‌ଏନ୍‌ଟି ରୋଡ୍‌, ଗିରିଜା ଛକ, ବିଏମ୍‌ସି କାର୍ଯ୍ୟାଳୟ, ଡାଇମଣ୍ଡଟ୍ୟାଙ୍କ୍‌ ରୋଡ୍‌, ସାନବଜାର, ହନୁମାନ ବଜାର ଛକ ହୋଇ ପୁଣି ଥରେ ଗାନ୍ଧି ମାର୍କେଟ୍‌ ଠାରେ ପହଞ୍ଚିଥିଲା । ଏହାକୁ ଫୋରମ୍‌ ଫର୍‌ ଗଞ୍ଜାମର ସୁଧୀର ରାଉତ ଏବଂ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ଚକ୍ଷୁ ବିଭାଗର ମୁଖ୍ୟ ଡା. ସୁଚିତ୍ରା ଦାସ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri