ଜାତୀୟ ଜୁଡ଼ୋ ପ୍ରତିଯୋଗିତାରେ ଭାଗନେବେ ବିଦ୍ୟାଶ୍ରୀ

ବ୍ରହ୍ମପୁର ଅଫିସ୍‌,୧୩ା୧୦-ମଣିପୁର ରାଜଧାନୀ ଇମ୍ପାଲ୍‌ରେ ସବ୍‌ଜୁନିୟର୍‌ ଏବଂ କ୍ୟାଡେଟ୍‌ ଜୁଡ଼ୋ ଜାତୀୟ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରତିଯୋଗିତାରେ ଭାଗନେବା ପାଇଁ ଓଡ଼ିଶା ଦଳ ଘୋଷଣା କରାଯାଇଛି। ଦଳରେ ବ୍ରହ୍ମପୁରର ଜି.ବିଦ୍ୟାଶ୍ରୀ ସ୍ଥାନ ପାଇଛନ୍ତି । ଶନିବାର ସେ ଓଡ଼ିଶା ଦଳରେ ସାମିଲ୍‌ ହେବା ପାଇଁ ଯାତ୍ରା କରିଛନ୍ତି। ତାଙ୍କୁ କଳିଙ୍ଗ୍‌ ଫାଇଟ୍‌ ସ୍କୁଲ ତରଫରୁ ଏନ୍‌.ବାଲାକ୍ରିଷ୍ଣା ରେଡ୍ଡୀ, ଏମ୍‌.ଶିବରାମ, ଏନ୍‌.ସୁରେଶ ରେଡ୍ଡୀ, ପି.ରମେଶ ରେଡ୍ଡୀଙ୍କ ସମେତ ପରିବାର ବର୍ଗ ଶୁଭେଚ୍ଛା ଜଣାଇଥିଲେ। ଏହି ପ୍ରତିଯୋଗିତାରେ ଭାଗନେବା ପାଇଁ ବିଦ୍ୟାଶ୍ରୀଙ୍କର ୫ହଜାର ଟଙ୍କାର ଆବଶ୍ୟକତା ଥିଲା। କିନ୍ତୁ ତାଙ୍କ ପାଖରେ ଟଙ୍କା ନ ଥିଲା । ବିଭିନ୍ନ ସୂତ୍ରରୁ ଟଙ୍କା ସଂଗ୍ରହ କରି ସେ ଜାତୀୟ ପ୍ରତିଯୋଗିତାରେ ଭାଗନେବା ପାଇଁ ଯାତ୍ରା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri