ଜାତୀୟ ଯୁବ ଦିବସ: ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ପୁରୀ ଅଫିସ,୧୨।୧: ଜାତୀୟ ଯୁବ ଦିବସ ଅବସରରେ ଦିଗବାରେଣୀ ଖୁଣ୍ଟିଠାରେ ଥିବା ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତିରେ ରବିବାର ପୂର୍ବାହ୍ନରେ ମାଲ୍ୟାର୍ପଣ କରାଯାଇଛି। ଭାରତ ବିକାଶ ପରିଷଦ, ପୁରୀ ସେବାସମିତି, ରାମକୃଷ୍ଣ ମିଶନ, ନେହେରୁ ଯୁବକେନ୍ଦ୍ର, ମିଶନ ଓଡ଼ିଶା, ପୂଜ୍ୟପୂଜା ସଂସଦ, ଭାରତୀୟ ବିଦ୍ୟାର୍ଥୀ ପରିଷଦ, ଏନ୍‌ସିସି କ୍ୟାଡେଟ୍‌, ସେଣ୍ଟଜୋନ ଆମ୍ବୁଲାନ୍ସ ଜଗନ୍ନାଥ ଧାମ, ଜଗନ୍ନାଥ ବେଦକର୍ମକାଣ୍ଡ ପକ୍ଷରୁ ପୁରୀ ପୌରସଂସ୍ଥାର ନିର୍ବାହୀ ଅଧିକାରୀ ବିଜୟ ଦାଶ, କୃଷ୍ଣ ଜଗ୍‌ଦେବ, ରାମକୃଷ୍ଣ ମିଶନର ଅଧ୍ୟକ୍ଷ ସ୍ବାମୀ ଆପ୍ତେଶ୍ବରାନନ୍ଦ, ପୂଣ୍ଣ ଖୁଣ୍ଟିଆ, ଡ. ଜଗବନ୍ଧୁ ମିଶ୍ର, ଶରତଜୟ ସିଂହ, ଛାତ୍ରୀଛାତ୍ର ଯୋଗ ଦେଇ ବିବେକାନନ୍ଦଙ୍କ ଜୀବନୀ ସମ୍ପର୍କରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri