ଜାତୀୟ ରାଜପଥରେ ଜଳିଗଲା ଚଳନ୍ତା ହାଇଓ୍ବା: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ବଡ଼ବିଲ,୨୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅନ୍ତର୍ଗତ ୫୨୦ନଂ. ଜାତୀୟ ରାଜପଥର ବାରବାଙ୍କଠାରେ ସୋମବାର ମଧ୍ୟାହ୍ନରେ ଏକ ହାଇଓ୍ବା ଟ୍ରକ୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ଅଳ୍ପକେ ଡ୍ରାଇଭର ବର୍ତ୍ତିଯାଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ରୁଗୁଡିରୁ ଭଦ୍ରାସାହି ଅଭିମୁଖେ ଆସୁଥିବା ହାଇଓ୍ବା (ଓଆର୧୫ ଏନ୍‌୮୭୦୫)ରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲ। ଏହା ଦେଖି ଡ୍ରାଇଭର ଗାଡ଼ିକୁ ଛିଡାକରି ଓହ୍ଲାଇ ଯାଇଥିଲେ। ଖବରପାଇ ବଡ଼ବିଲ ଅଗ୍ନଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କଲାବେଳକୁ ତାହା ସମ୍ପୂର୍ଣ୍ଣ ପୋଡ଼ିଯାଇଥିଲା। ତେବେ ବ୍ୟାଟେରିରେ ଶର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଥିବା ବେଳେ ତଦନ୍ତ ଜାରି ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ କନ୍ଦଳ ମଝିରେ ମମତାଙ୍କୁ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନ! ବଡ଼ ପ୍ରତିଜ୍ଞା କରି କହିଲେ…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ଶତ୍ରୁଘ୍ନ ସିହ୍ନା ଦଳଠୁ ଅଲଗା ହେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି । ଗୁରୁବାର ସେ କହିଛନ୍ତି ଯେ ମମତା…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

କଂଗ୍ରେସରେ ବିଲୟ ହେବାକୁ ଯାଉଛି କି ଟିଏମସି? ଘଣ୍ଟା ଘଣ୍ଟା ବୈଠକ ପରେ କ’ଣ ନିଆଗଲା ନିଷ୍ପତ୍ତି ଜାଣନ୍ତୁ

କୋଲକାତା,୧୧।୬: ଦିଲ୍ଲୀରେ କଂଗ୍ରେସ ଦଳର ଏକ ପ୍ରମୁଖ ବୈଠକ ଶେଷ ହୋଇଛି; ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ଏଥିରେ ଉପସ୍ଥିତ ଥିଲେ। ବୈଠକ ସମୟରେ…

କୁଆଡେ ଗଲା ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ରହସ୍ୟମୟ ରିପୋର୍ଟ? ବଡ଼ ବୟାନ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ

କଟକ,୧୧।୬(ପ୍ରଭୁକଲ୍ୟାଣ ପାଲ): ବହୁ ଚର୍ଚ୍ଚିତ କନ୍ଧମାଳ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟ ଗାଏବ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ତଦନ୍ତ…

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଶେଷକୃତ୍ୟରେ ସାମିଲ ହେଲେ ହଜାର ହଜାର…

ଛତ୍ରପୁର,୧୧।୬(ଦିଲୀପ ସାମଲ): ଛତ୍ରପୁର ପୌରପରିଷଦରେ ସମସ୍ତଙ୍କ ଆଖିକୁ ଲୁହରେ ଓଦା କରି ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ସ୍ଵର୍ଗତା ଶର୍ମିଷ୍ଠା ପ୍ରଧାନ। ମୃତ୍ୟୁ ବେଳେ…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ନୂଆ ଅବତାର ଦେଖି ଖେଳ ଜଗତ ଆଶ୍ଚର୍ଯ୍ୟ: ବଦଳାଇ ଦେଲେ…

ନୂଆଦିଲ୍ଲୀ,୧୧।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ‘ଛକା ମାରିବା ମେଶିନ’ କହିବା ଭୁଲ ହେବ ନାହିଁ। ତାଙ୍କ ଟି୨୦ କ୍ୟାରିୟରରେ ସେ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri