Posted inଖେଳ

ଜାତୀୟ ଶିବିରରେ ଜବାମଣୀ, ଆରତୀ, ସୋନୀ

କଟକ ଅଫିସ,୪ା୧୦- ଚଳିତମାସ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀଠାରେ ଜାତୀୟ ମହିଳା ଫୁଟବଲ ଦଳର ଶିବିର ଅନୁଷ୍ଠିତ ହେବ। ଏଏଫସି ମହିଳା ଏସିଆନ-୨୦୨୨ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡ ନିମନ୍ତେ ଏହି ଶିବିରରୁ ବଛାଯିବ ଭାରତୀୟ ସିନିୟର ମହିଳା ଫୁଟବଲ ଦଳ। ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ(ଏଆଇଏଫ୍‌ଏଫ) ପକ୍ଷରୁ ୩ ଜଣ ଓଡ଼ିଆ ଖେଳାଳିଙ୍କୁ ଏହି ଶିବିର ନିମନ୍ତେ ଚୟନ କରାଯାଇଛି। ଏମାନେ ହେଲେ ମୟୂରଭଞ୍ଜର ଜବାମଣୀ ଟୁଡ଼ୁ, ଓଡ଼ିଶା ପୋଲିସର ଆରତୀ ଅନିମା ଖାଡ଼ିଆ, କଟକ ସାଇ କେନ୍ଦ୍ରର ସୋନୀ ବେହେରା। ଶିବିରରୁ ବଛାଯିବା ଦଳ ଭିଏତନାମ ସହ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ମଧ୍ୟ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri