ଜାତୀୟ ସଙ୍ଗୀତ ବିଲ୍‌କୁ ହଂକଂରେ ବିରୋଧ

ହଂକଂ,୨୮ା୫(ଆଇଏଏନ୍‌ଏସ୍‌): ହଂକଂରେ ଚାଇନାର ଜାତୀୟ ସଙ୍ଗୀତକୁ ଅସମ୍ମାନ କଲେ ତାହା ଅପରାଧ ବିବେଚିତ। ଏଭଳି ଉଦ୍ଦେଶ୍ୟ ନେଇ ଲେଜିସ୍‌ଲେଟିଭ୍‌ କାଉନ୍‌ସିଲରେ ଏକ ବିଲ୍‌ ଉପସ୍ଥାପନ ପୂର୍ବରୁ ଅର୍ଦ୍ଧସ୍ବୟଂଶାସିତ ସହର ହଂକଂରେ ବିବାଦ ସୃଷ୍ଟି ହୋଇଛି। ଏହାକୁ ବିରୋଧ କରି ବୁଧବାର ବହୁସଂଖ୍ୟକ ଯୁବତୀଯୁବକ ରାସ୍ତାକୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ହଂକଂ ପୋଲିସ ଅନେକ ବିକ୍ଷୋଭକାରୀଙ୍କୁ ଗିରଫ କରିଛି। ଇତିମଧ୍ୟରେ ଅନେକ ବିକ୍ଷୋଭକାରୀ ସୋସିଆଲ ମିଡିଆରେ ଏକ ମେସେଜ୍‌ ପୋଷ୍ଟ କରି ମୋବାଇଲ୍‌ରେ ଅନ୍ୟମାନଙ୍କ ନିକଟକୁ ପଠାଇଛନ୍ତି। ସେଥିରେ ଲେଜିସ୍‌ଲେଟିଭ୍‌ କାଉନ୍‌ସିଲକୁ ଯାଇ ବିଲ୍‌ ବିରୋଧରେ ପ୍ରତିବାଦ ଜଣାଇବା ପାଇଁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସ୍ୱାଧୀନତା ଦିବସରେ ୩୫୦ ଟଙ୍କା ତେଲ ଦର! ଦେଶରେ ପଡିଲା ଚହଳ…

ଇସଲାମାବାଦ୍‌,୧୪।୮: ପାକିସ୍ତାନରେ ଆଜି ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ୭୯ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ଖବର ଅନୁଯାୟୀ, ପାକିସ୍ତାନରେ ସ୍ୱାଧୀନତା ଦିବସ ଅବସରରେ ପେଟ୍ରୋଲ-ଡିଜେଲ ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri