Posted inଖେଳ

ଜାତୀୟ ସବ୍‌-ଜୁନିୟର ବ୍ୟାଡମିଣ୍ଟନ: କ୍ୱାର୍ଟରେ ଆୟୁଷ, ସେମିରେ ତାରା

ଭୁବନେଶ୍ୱର,୨୧।୧୨ (ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଇଷ୍ଟକୋଷ୍ଟ ରେଲଓ୍ବେ ଇନଡୋର ଷ୍ଟାଡିୟମରେ ଚାଲିଥିବା ୩୩ତମ ଜାତୀୟ ସବ- ଜୁନିୟର ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ଏସିଆ ଜୁନିୟର ୧୫ ବର୍ଷରୁ କମ୍‌ ବାଳିକା ରନର୍ସଅପ୍‌ ତାରା ଶାହା ପ୍ରଥମ ଖେଳାଳିଭାବେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଟପ୍‌ ସିଡ ମାନ୍ୟତା ପାଇଥିବା ପୁଣେର ତାରା ୧୫ ବର୍ଷରୁ କମ୍‌ ପ୍ରଥମ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ହାରିୟାଣାର ଉନାତି ହୁଦାଙ୍କୁ ୨୧-୧୬, ୨୧-୧୮ରେ ହରାଇ ସେମିକୁ ଉଠିଛନ୍ତି। ଅନ୍ୟଏକ କ୍ୱାର୍ଟର ଫାଇନାଲରେ ଅଷ୍ଟମ ସିଡ ହରିୟାଣାର ଦେବିକା ସିହାଗ ଚତୁର୍ଥ ସିଡ୍‌ ଖେଳାଳି ରାଧିକା ଶର୍ମାଙ୍କୁ ସିଧାସଳଖ ଗେମ୍‌ରେ ହରାଇ ସେମିରେ ପ୍ରବେଶ କରିଛନ୍ତି। ଅନ୍ୟପଟେ ବାଳକ ଡବଲ୍ସ ଇଭେଣ୍ଟରେ ଓଡ଼ିଶାର ଆୟୁଷ ପଟ୍ଟନାୟକ ଓ କର୍ନାଟକର ସୁହାସ୍‌ ୨୧-୧୯,୨୧-୧୬ରେ ଓଡ଼ିଶାର ଅୟୁଷ ଦାଶ ଓ ପାର୍ଥସାରଥି ମିଶ୍ରଙ୍କୁ ହରାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିନ୍ତି।
ଅପରପକ୍ଷରେ ୧୭ ବର୍ଷରୁ କମ ସିଙ୍ଗଲ୍ସ ଇଭେଣ୍ଟରେ ଟପ୍‌ ସିଡ ତେଲଙ୍ଗାନାର ପ୍ରଣବ ରାଓ ଗନ୍ଧାମ, ତୃତୀୟ ସିଡ ହରିୟାଣାର ଜୟନ ରାଣା ଓ ଚତୁର୍ଥ ସିଡ ଉତ୍ତରପ୍ରଦେଶର ଆୟୁଷ ରାଜ ଗୁପ୍ତା ସେମାନଙ୍କ ମ୍ୟାଚ୍‌ ଜିତି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ ଦିବସରେ ଡବଲ୍ସ ଓ ମିକ୍ସଡ ଡବଲ୍ସ ମ୍ୟାଚ୍‌ଗୁଡିକ ମଧ୍ୟ ଖେଳାଯାଇଥିଲା ଓ କୋତୋଟି ବିପର୍ଯ୍ୟୟ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri