ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକାଙ୍କ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ

ପୁରୀ ଅଫିସ,୩୦।୧୦: ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଲିନୀ ପଣ୍ଡିତ ବୁଧବାର ପୁରୀ ଜିଲା ଗସ୍ତ କରିଛନ୍ତି। ଏହି ଅବସରରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତି ଓ ଶିଶୁ ଯତ୍ନ କେନ୍ଦ୍ର(ଏମ୍‌ସିଏଚ୍‌) ପରିଦର୍ଶନ କରିଥିଲେ। ଶିଶୁ ୱାର୍ଡ, ପ୍ରସୂତି ୱାର୍ଡ, ଅପରେସନ ଗୃହ, ଏସ୍‌ଏନ୍‌ସିୟୁ ଓ ଗର୍ଭବତୀ ମହିଳା ୱାର୍ଡ ପରିଦର୍ଶନ କରିଥିଲେ। ରୋଗୀଙ୍କ ସ୍ବାସ୍ଥ୍ୟବସ୍ତା ବୁଝିବା ସହ ରୋଗୀଙ୍କୁ ଦିଆଯାଉଥିବା ଚିକିତ୍ସା ସମ୍ବନ୍ଧରେ ପଚାରି ବୁଝିଥିଲେ। ଏହି ଅବସରରେ ତାଙ୍କ ସହ ଏଡିଏମ୍‌ଓ(ମେଡିକାଲ) ଉମାପଦ ବିଶ୍ୱାଳ, ଡିପିଏମ୍‌ ଟି.ତେଜେଶ୍ୱର ରାଓ, ମେଡିକାଲ ମ୍ୟାନେଜର ସଂଘମିତ୍ରା ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri