ଜାତୀୟ ହାର୍ଡଓ୍ବେର ହାକାଥନରେ ସି.ଭି. ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର, ୨୧-୭(ବ୍ୟୁରୋ): ଜାତୀୟ ହାର୍ଡଓ୍ବେର ହାକାଥନ-୨୦୧୯ରେ ସି.ଭି.ରମଣ କଲେଜର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରିଛନ୍ତି। କେନ୍ଦ୍ର ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଏବଂ କଗ୍‌ନିଜାଣ୍ଟ କମ୍ପାନୀ ଦ୍ୱାରା ଆଇଆଇଟି ଦିଲ୍ଲୀ ଏବଂ ଆଇଆଇଟି ହାଇଦ୍ରାବାଦଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସି.ଭି.ରମଣ ଛାତ୍ରୀଛାତ୍ର ପୁରସ୍କାର ଲାଭ କରିଛନ୍ତି। ପ୍ରତିଷ୍ଠାନର ୨ ଗ୍ରୁପ ଛାତ୍ରୀଛାତ୍ର ଏକ ସମସ୍ୟା ଉପରେ ଆଧାରିତ ସମାଧାନ ଡିଜାଇନ ପ୍ରସ୍ତୁତ କରିଥିଲେ। ଓସେନ୍‌ କ୍ଲିନିଙ୍ଗ ସମସ୍ୟା ସମାଧାନ ଏବଂ ଡାକ୍ତର ରୋଗୀଙ୍କ ମଧ୍ୟରେ ବାର୍ତ୍ତାଳାପକୁ ଡିଜିଟାଲ ଫର୍ମାଟରେ ରୂପାନ୍ତର ଭଳି ପ୍ରୋଟୋଟାଇପ୍‌ ଡିଜାଇନଗୁଡିକ ମଧ୍ୟରେ ସ୍ଥାନିତ ହୋଇଥିଲା। ଦ୍ୱିତୀୟ ଡିଜାଇନ ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ପ୍ରଥମଟି ବେଶ ପ୍ରଂଶସା ଲାଭ କରିଛି। ଏଆଇସିଟିଇ ଅଧ୍ୟକ୍ଷ ପ୍ରଫେସର ଅନୀଲ ଡି.ସହସ୍ରବୁଦ୍ଧେ କୃତି ଛାତ୍ରୀଛାତ୍ରଙ୍କୁ ପ୍ରଶଂସା କରିଛନ୍ତି। ସଫଳତା ଲାଗି ସି.ଭି.ରମଣ ଅଧ୍ୟକ୍ଷ ସଞ୍ଜୀବ କୁମାର ରାଉତ କୃତୀ ଛାତ୍ରୀଛାତ୍ର ଏବଂ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri