ଜାନବିଲି ପ୍ରକଳ୍ପ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ଦାବି: ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର ଅଫିସ୍‌,୨୪ା୬: ଅସମ୍ପୂର୍ଣ୍ଣ ଜାନବିଲି ପ୍ରକଳ୍ପକୁ ନେଇ ଏବେ ବ୍ରହ୍ମପୁର ସହରବାସୀଙ୍କ ମଧ୍ୟରେ ଆକ୍ରୋଶ ବଢ଼ିବାରେ ଲାଗିଛି। ତରବରିଆ ଭାବେ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ। ହେଲେ ଏଯାଏ ଲୋକଙ୍କ ଘରେ ପାଣି ପହଞ୍ଚିପାରି ନାହିଁ । ମାନବ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ପ୍ରକଳ୍ପ ସଂପୂର୍ଣ୍ଣ କାର୍ଯ୍ୟକ୍ଷମ ଦାବିରେ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବ୍ରହ୍ମପୁର ପାନୀୟ ଜଳ ପ୍ରକଳ୍ପ ମୁଖ୍ୟ ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏହି ବିକ୍ଷୋଭ ଅନୁଷ୍ଠିତ ହୋଇଥିଲା। ସଂଗଠନର ସଂଯୋଜକ ଅବନୀ କୁମାର ଗୟା, ମହେଶ୍ୱର ବାଡ଼ତ୍ୟା, ନିରଞ୍ଜନ ଦାଶ, ଆର୍‌. ସତ୍ୟନାରାୟଣ ରାଓ, ଗୁରୁଦେବ ବେହେରା, ମାଗୁଣି ନାହାକ, ପୂର୍ଣ୍ଣଚନ୍ଦ୍ର ମହାରଣା ପ୍ରମୁଖ ବିକ୍ଷୋଭରେ ଭାଗନେଇଥିଲେ। ପରେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri