ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ସଡ଼କ ସୁରକ୍ଷା ନିୟମ ମାନନ୍ତୁ, ଦୁର୍ଘଟଣା ହେବନି। ସବୁ ପେଟ୍ରୋଲ ପମ୍ପ ମାଲିକ ଓ ଡିଲରଙ୍କ ସହ ଆଲୋଚନା କରିଛୁ। PUC ସାର୍ଟିଫିକେଟ ବାବଦରେ ଆଉଟଲେଟ୍ରେ ଲେଖିବାକୁ କହିଛୁ। PUC କରାଇବାକୁ ସେମାନେ ଆଉଟ୍ଲେଟ୍ରେ ଲେଖିବେ ।
Dharitri – The Largest & Most Trusted Odia Daily


