Posted inଜାତୀୟ

ଜାନୁୟାରୀ ୨୮ରେ ଜୟପୁରରେ ବୈଠକ କରିବେ ରାହୁଲ

ନୂଆଦିଲ୍ଲୀ,୨୦।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆସନ୍ତା ୨୮ ତାରିଖରେ ଜୟପୁରରେ ଏକ ବୈଠକ ଡକାଇଛନ୍ତି। ଏଥିରେ ସେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ବେରୋଜଗାର ଓ ଦେଶର ଆର୍ଥିକ ସ୍ଥିତିକୁ ନେଇ ଛାତ୍ର, ଯୁବକ ଓ କୃଷକଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ଦ୍ୱାରା ଆସିଥିବା ସମସ୍ତ ପ୍ରସ୍ତାବକୁ କଂଗ୍ରେସ ଏକ ପ୍ରକାର ବିରୋଧ କରୁଥିବା ବେଳେ ସିଏଏକୁ ନେଇ ଆଜି ପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ ଚାଲିଛି। କଂଗ୍ରେସ ମଧ୍ୟ ଏହାକୁ ଖୁବ୍‌ ବିରୋଧ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri