Posted inଖେଳ

ଜାପାନ ଓପନ: ଶେଷ ହେଲା ଭାରତର ଅଭିଯାନ

ଟୋକିଓ,୨୭।୭(ପି.ଟି.)- ଚଳିତ ଜାପାନ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଭାରତର ଅଭିଯାନ ଶେଷ ହୋଇଯାଇଛି। ସାଢ଼େ ୭ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ଇଭେଣ୍ଟର ସେମିଫାଇନାଲରେ ବି. ସାଇ ପ୍ରଣୀଥ ବିଶ୍ୱର ନଂ ୧ ର଼୍ୟାଙ୍କ୍‌ କେଣ୍ଟୋ ମୋମୋଟାଙ୍କଠାରୁ ହାରିଯାଇଛନ୍ତି। ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ପ୍ରଣୀଥ ୧୮-୨୧, ୧୨-୨୧ ଗେମ୍‌ରେ ପରାସ୍ତ ହୋଇଛନ୍ତି। ଏକତରଫା ମ୍ୟାଚ୍‌ ୪୫ ମିନିଟ୍‌ ଧରି ଚାଲିଥିଲା। ମ୍ୟାଚ୍‌ ଆରମ୍ଭରୁ ଅଣସିଡ୍‌ ଭାରତୀୟ ଖେଳାଳି ଭଲ ଖେଳ ଦେଖାଇଥିଲେ। ହେଲେ ସେ ମ୍ୟାଚ୍‌ର ପରବର୍ତ୍ତୀ ସମୟରେ ଜାପାନିଜ ଷ୍ଟାରଙ୍କ ସମ୍ମୁଖୀନ ହୋଇପାରିଥିଲେ। ଜାନ ଓ ଜର୍ଗେସେନ ଓ ଜୋନାଥନ ଖ୍ରିଷ୍ଟିଙ୍କ ମଧ୍ୟରେ ଖେଳାଯିବାକୁ ଥିବା ସେମିଫାଇନାଲ ବିଜେତା ଫାଇନାଲରେ ମୋମୋଟାଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri