ଜାପାନ ଜାହାଜରେ କରୋନା ଭାଇରସ୍‌ ସଂକ୍ରମିତ ୨ ବ୍ୟକ୍ତିଙ୍କ ମୃତ୍ୟୁ

ଟୋକିଓ,୨୦।୨: କରୋନା ଭାଇରସ୍‌ ଯୋଗୁ ଜାପାନର ଜାହାଜ ଡାଇମଣ୍ଡ ପ୍ରିନସେସ୍‌କୁ ଅଲଗା ରଖାଯାଇଥିବା ବେଳେ ଏଥିରେ ସଂକ୍ରମିତ ହୋଇଥିବା ୨ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜାପାନ କ୍ରୁଜରେ କରୋନା ସଂକ୍ରମିତଙ୍କ ମଧ୍ୟରେ ଏହା ପ୍ରଥମ ମୃତ୍ୟୁ ବୋଲି କୁହାଯାଉଛି। ଏମାନଙ୍କ ମଧ୍ୟରେ ଜଣେ ମହିଳା ହୋଇଥିବା ବେଳେ ଜଣେ ପୁରୁଷ ଅଛନ୍ତି। ଏମାନଙ୍କ ବୟସ ୮୦ ବର୍ଷ ପାଖାପାଖି ହେବ ବୋଲି ଅନୁମାନ କରାଯାଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନ ଥିବା ବେଳେ ଏବେ ସୁଦ୍ଧା ଏହି ଜାହାଜରେ ଥିବା ପାଖାପାଖି ୬ଶହ ଜଣ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ସାରିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଡାଇମଣ୍ଡ ପ୍ରିନସେସ୍‌ରେ ମୋଟ ୩୭୧୧ ଜଣ ଥିବା ବେଳେ ଏମାନଙ୍କ ମଧ୍ୟରେ ରହିଛନ୍ତି ୧୩୮ ଜଣ ଭାରତୀୟ। ଏହି ଭାରତୀୟଙ୍କ ମଧ୍ୟରୁ ୬ ଜଣ ଏବେସୁଦ୍ଧା କରୋନା ଭାଇରସରେ ସଂକ୍ରମିତ ହୋଇ ସାରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri