Posted inଖେଳ

ଜାଭେଲିନ ଥ୍ରୋୟର ନିରଜଙ୍କୁ ଅଲିମ୍ପକ୍ସ ଯୋଗ୍ୟତା

ନୂଆଦିଲ୍ଲୀ,୨୯।୧- ଷ୍ଟାର ଜାଲେଭିନ ଥ୍ରୋୟର ନିରଜ ଚୋପ୍ରା ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଆଥ୍‌ଲେଟିକ୍ସ ସେଣ୍ଟ୍ରାଲ ନର୍ଥ ଇଷ୍ଟ ପ୍ରତିଯୋଗିତାରେ ସେ ୮୭.୮୬ ମିଟର ଦୂରତା ହାସଲ କରିଛନ୍ତି। କହୁଣୀରେ ଅସ୍ତ୍ରୋପଚାର ପରେ ସେ ପ୍ରଥମ ଥର ପାଇଁ କୌଣସି ପ୍ରତିଦ୍ୱନ୍ଦ୍ୱିତାମୂଳକ ଇଭେଣ୍ଟରେ ଅଂଶଗ୍ରହଣ କରିଥିଲେ। ଆହତ ସମସ୍ୟା ଯୋଗୁ ୨୨ ବର୍ଷୀୟ ଜାଭେଲିନ ଥ୍ରୋୟର ୨୦୧୯ର ପ୍ରାୟ ସିଜନରେ ଖେଳିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

ଜେଜେମା’ଙ୍କ ମୃତ୍ୟୁ ପରେ ଭାଇ ସହ କଥା ହେବାକୁ ଫୋନ୍‌ ଦେଇ ନ ଥିଲା ପୋଲିସ: ଦୀପ୍‌କେ

ନୂଆଦିଲ୍ଲୀ,୧୨ା୧୦: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଶନିବାର ନୂଆଦିଲ୍ଲୀର ବିକ୍ଷୋଭ ପୂର୍ବରୁ ଏହାର ନେତା ଅଭିଜିତ୍‌ ଦୀପ୍‌କେଙ୍କୁ ପୋଲିସ ଅଟକ ରଖିଥିଲା। ସେହି ସମୟରେ ଦୀପ୍‌କେଙ୍କ…

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ…

ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା

ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ…

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?