Posted inଜାତୀୟ

ଜାମିଆ ଛାତ୍ରୀଛାତ୍ରଙ୍କୁ ନିସ୍ତୁକ ପିଟି ଥିଲେ ପୋଲିସ: ଜେସିସି ଜାରି କଲା ଭିଡ଼ିଓ

ନୂଆଦିଲ୍ଲୀ,୧୬।୨: ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟରେ ଡିସେମ୍ବର ୧୫ରେ ହୋଇଥିବା ବର୍ବରତାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଲାଇବ୍ରେରୀରେ ପଶି ପୋଲିସ ଛାତ୍ରୀଛାତ୍ରଙ୍କୁ ନିସ୍ତୁକ ପିଟିବାର ଦୃଶ୍ୟ ୪୫ ସେକେଣ୍ଡର ଏହି ଭିଡ଼ିଓରେ ରହିଛି। ଏହାକୁ ଜାମିଆ କୋର୍ଡିନେଶନ କମିଟି ପକ୍ଷରୁ ଜାରି କରାଯାଇଛି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିଶ୍ୱବିଦ୍ୟାଳୟରେ ହୋଇଥିବା ବିକ୍ଷୋଭ ସମୟରେ ଏଭଳି ହୋଇଥିବା ଜମିଟି କହିଛି। ଗଣ୍ଡଗୋଳ ଭିଆଇଥିବା କିଛି ମୁଖାଧାରୀଙ୍କ ପିଛା କରି ଏଭଳି ହୋଇଥିବା ପୋଲିସ ପକ୍ଷରୁ ସଫେଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଜୀବନ ରକ୍ଷାକାରୀ ମେଡିସିନ ଦର ୫୦% ବଢ଼ାଇଲେ ସରକାର: କ୍ୟାନ୍‌ସର ଔଷଧ, ଟିଟାନସ୍‌ ମହଙ୍ଗା

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ରନ୍ଧନ ଗ୍ୟାସ (ଏଲ୍‌ପିଜି), ପେଟ୍ରୋଲ ଓ ଡିଜେଲ ପରେ ଏବେ ଜୀବନ ରକ୍ଷାକାରୀ ଜରୁରିକାଳୀନ ଔଷଧ ଉପରେ ପଶ୍ଚିମ ଏସିଆ ଯୁଦ୍ଧର ସାଙ୍ଘାତିକ ପ୍ରଭାବ ଦେଖିବାକୁ ମିଳିଛି।…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

TMC ଛାଡିବେ ରଚନା ବାନାର୍ଜୀ! ଦିଦିଙ୍କୁ ବଡ଼ ଝଟ୍‌କା

କୋଲକାତା,୧୨।୬: ଟିଏମସିରେ ଆରମ୍ଭ ହୋଇଥିବା ବିଭାଜନ ଏବେ ବିସ୍ଫୋରକ ରୂପ ନେଇଛି। ଦଳର ୨୦ ଜଣ ଏମ୍ପି ବିଦ୍ରୋହ ଘୋଷଣା କରିଥିବା କୁହାଯାଉଥିଲେ ହେଁ ଏବେ ଗୋଟିଏ…

‘୩୭୦ ଟଙ୍କାର ବିରିୟାନୀ’ ବିବାଦରେ ଫସିଥିବା କମେଡିଆନ ପ୍ରଣିତ ମୋରେ ଗୋଟିଏ ଶୋ’ରୁ କେତେ କମାନ୍ତି? ସମ୍ପତ୍ତି କଥା ଜାଣିଲେ…

ସୋସିଆଲ ମିଡିଆ ଦୁନିଆରେ ରାତାରାତି ପ୍ରସିଦ୍ଧି ପାଇବା ଯେତିକି ସହଜ, ବିବାଦ ଗଳିରେ ଫସିଯିବାର ବିପଦ ମଧ୍ୟ ସେତିକି ଅଧିକ ରହିଥାଏ। ଆଜିକାଲି ଷ୍ଟାଣ୍ଡଅପ କମେଡିଆନ ପ୍ରଣିତ…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri