ଜାମିନ ପରେ ଅଭିଯୁକ୍ତଙ୍କୁ ପୁଣି ନେଲା ପୋଲିସ

ଆସିକା,୫ା୧୧(ଡି.ଏନ୍‌.ଏ.)-ବସ୍‌ ମାଲିକ ପ୍ରତାପ ପୋଲାଇ ହତ୍ୟାକାଣ୍ଡର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ସିଲୁ ପୋଲାଇ ସୋମବାର ଅପରାହ୍ନରେ ଜାମିନରେ ଆସିକା ସବଜେଲରୁ ମୁକୁଳିଥିଲେ ା ତେବେ ପୂର୍ବରୁ ଅପେକ୍ଷା କରିଥିବା ପୋଲିସ ଜେଲ ଫାଟକ ସମ୍ମୁଖରୁ ତାଙ୍କୁ ପୁଣି ଉଠାଇ ନେଇଛି ା କେଉଁ ମାମଲାରେ ସିଲୁଙ୍କୁ ପୋଲିସ ଉଠାଇଲା ତାହା ସ୍ପଷ୍ଟ ହୋଇନାହିଁ। ଏ ସମ୍ପର୍କରେ ପୋଲିସ ବି ମୁହଁ ଖୋଲୁନି। ସୂଚନାଯୋଗ୍ୟ, ଆସିକା ପାକଲାପଲ୍ଲୀର ପ୍ରତାପ ପୋଲାଇ ଏକ ବସରେ ଆସିକାରୁ ବ୍ରହ୍ମପୁର ଯାଉଥିବା ବେଳେ ଅଭିଯୁକ୍ତମାନେ ତାଙ୍କୁ ସେହି ବସରେ ଗୁଳିକରି ହତ୍ୟା କରିଥିଲେ ା
ଏହି ମାମଲାରେ ସିଲୁଙ୍କୁ ପୋଲିସ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ଭାବେ ଗିରଫ କରି କୋର୍ଟ ଚାଲାଣ କରିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

ବିଦ୍ୟୁତ୍‌ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼

ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri