ଜାମିନ ପାଇଁ ପୁଣି ହାଇକୋର୍ଟରେ ପୁଞ୍ଜିଲାଲ

କଟକ ଅଫିସ,୧୭ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ୍‌ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇଁ ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହାପୂର୍ବରୁ ପୁଞ୍ଜିଲାଲ ମା’ଙ୍କୁ ମୁଖାଗ୍ନି ଦେବା ନିମନ୍ତେ ଗୋଟିଏ ଦିନ ଜାମିନରେ ଯାଇଥିଲେ। ମୁଖାଗ୍ନି ଦେଇ ଜେଲ୍‌କୁ ଫେରିବା ପରେ ସେ ନିୟମିତ ଜାମିନ ଆବେଦନ କରିଥିଲେ। ଫଳରେ ତାଙ୍କ ଓକିଲ ଏ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ପୂର୍ବରୁ ହାଇକୋର୍ଟ ମଧ୍ୟ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଥିଲେ। ସୂଚନାଥାଉ କି, ଏହି ସମ୍ବେଦନଶୀଳ ଘଟଣା ୨୦୧୮ ଫେବୃୟାରୀ ୨୩ ତାରିଖରେ ଘଟିଥିଲା। ପାଟଣାଗଡ଼ ଅଞ୍ଚଳର ନବବିବାହିତ ସୌମ୍ୟଶେଖର ସାହୁଙ୍କ ପାଖକୁ ଏକ ପାର୍ସଲ ଆସିଥିଲା। ଏହି ପାର୍ସଲ ଖୋଲିବା ମାତ୍ରେ ତାହା ବିସ୍ଫୋରଣ ହୋଇଥିଲା। ଏଥିରେ ସୌମ୍ୟ ଓ ତାଙ୍କ ଜେଜେମା’ ଜେମାମଣିଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସୌମ୍ୟଙ୍କ ସ୍ତ୍ରୀ ରିମା ଗୁରୁତର ହୋଇଥିଲେ। ଉକ୍ତ ଘଟଣାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ୨୦୧୮ ଏପ୍ରିଲ ୨୫ରେ ପୁଞ୍ଜିଲାଲଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri