ଧର୍ମଶାଳା ୧୭ା୮(ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ପ୍ରସସ୍ଥିକରଣ ପାଇଁ ଜାରକା ବଜାର ଉଭୟ ପାର୍ଶ୍ୱରେ ବେଆଇନ ଭାବେ ନିର୍ମିତ ଦୋକାନଗୁଡିକୁ ତହସିଲ ପକ୍ଷରୁ ଶୁକ୍ରବାର ଉଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି ା ପୂର୍ବ ନୋଟିସ ମୁତାବକ ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡା, ୨ ପ୍ଲାଟୁନ ପୋଲିସ ଫୋର୍ସ ସହ ଜାରକା ବଜାରର ଭୂମିକା ଆଇ ହସପିଟାଲଠାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଥିଲେ ା ଏଥିରେ ଅତିରିକ୍ତ ତହସିଲଦାର ଦେବୀ ପ୍ରସାଦ ମହାନ୍ତି ମାଜିଷ୍ଟ୍ରେଟ ଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିରିକ୍ତ ତହସିଲଦାର ଶିତଲ ଅଗ୍ରୱାଲ ଉପସ୍ଥିତ ରହିଥିଲେ। ଧର୍ମଶାଳା ଥାନାଧିକାରୀ ସରୋଜ କୁମାର ସାହୁ ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ। ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲଠାରୁ ପାଣି କୋଇଲିର ରାସ୍ତାର ଜାରକା ବଜାର ବାମ ପାର୍ଶ୍ୱ ଭଙ୍ଗାଯାଇଛି। ଶନିବାର ଏହାର ବିପରିତ ଦିଗରେ ଥିବା ଦୋକାନଗୁଡିକୁ ଭଙ୍ଗାଯିବ ବୋଲି ତହସିଲଦାର ପଣ୍ଡା କହିଛନ୍ତି। ଏଥିସହ ଉଚ୍ଛେଦ ପ୍ରକ୍ରିୟା ଶାନ୍ତିପୂର୍ଣ୍ଣଥିବା ତହସିଲଦାର ଓ ଥାନାଧିକାରୀ ସାହୁ ସୂଚନା ଦେଇଛନ୍ତି ା
ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…
ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…
ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ…
ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…
ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ…
ସର୍ଟ ସର୍କିଟ ଯୋଗୁଁ ଚଳନ୍ତା କାରରେ ଲାଗିଗଲା ନିଆଁ, ଡ୍ରାଇଭର ଦୌଡି ଯାଇ…
ଧର୍ମଶାଳା,୧୩।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଷୋହଳ ନମ୍ବର ଜାତୀୟ ରାଜପଥର ସଙ୍କାରିଢିଅ ଫ୍ଲାଏ ଓଭର ବ୍ରିଜ ଉପରେ ଦୁର୍ଘଟଣା । ଏକ…
ଓଭରବ୍ରିଜ୍ ଉପରୁ ଖସିଲା ଆଖୁ ବୋଝେଇ ଟ୍ରକ୍, ଗାଡ଼ି ତଳେ କେହି ଫସିରହିଥିବା ସନ୍ଦେହ
ଧର୍ମଶାଳା,୧୨।୨(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଆର୍ଟିଓ କାର୍ଯ୍ୟାଳୟ ନିକଟରେ ଓଭରବ୍ରିଜ୍ ଉପରୁ ଏକ ଆଖୁ ବୋଝେଇ ଟ୍ରକ୍…
ଯାଜପୁରରେ ଭାରତ ବନ୍ଦର ପ୍ରଭାବ: ଏଆଇଟିୟୁସି କର୍ମୀଙ୍କ ରାସ୍ତା ଅବରୋଧ, କେନ୍ଦ୍ର ସରକାରଙ୍କ…
ଧର୍ମଶାଳା,୧୨ା୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳୁଛି । ଷୋହଳ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ବିଭିନ୍ନ…
ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ
କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…
ଝୁଲିପଡିଲେ ସ୍ବାମୀ-ସ୍ତ୍ରୀ, ଅଷ୍ଟପ୍ରହରୀ ପୂଜା ସାରି ଶୋଇଥିଲେ, ହେଲେ…
ଧର୍ମଶାଳା,୧୦।୨(ଶିବପ୍ରସାଦ ମହାନ୍ତି): ଚାଲିଗଲା ଗୋଟିଏ ପରିବାରର ଦୁଇଟି ଜୀବନ । ଝୁଲନ୍ତା ଅବସ୍ଥାରେ ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି…
Archives

